ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ୱିକେଟ୍ କିପର୍ ମହେନ୍ଦ୍ର ସିଂହ ଧୋନିଙ୍କୁ ଟେରିଟୋରିଆଲ୍ ଆର୍ମିରେ ପ୍ରଶିକ୍ଷଣ ପାଇଁ ଅନୁମତି ମିଳିଛି। ସେନା ମୁଖ୍ୟ ବିପିନ ରାୱତ ତାଙ୍କୁ ଏନେଇ ଅନୁମତି ପ୍ରଦାନ କରିଛନ୍ତି। ତାଙ୍କ ଅନୁମତିକ୍ରମେ ଧୋନି ଏବେ ଦୁଇ ମାସ ପାଇଁ ପାରାସୁଟ୍ ରେଜିମେଣ୍ଟରେ ପ୍ରଶିକ୍ଷଣ ନେବେ। ଏହି ପ୍ରଶିକ୍ଷଣ ସେ କେବଳ କଶ୍ମୀରରେ ହିଁ ନେଇପାରିବେ। ତେବେ ଧୋନି ସେନାର କୌଣସି ଅପରେସନ୍ରେ ସାମିଲ ହୋଇପାରିବେ ନାହିଁ।
ସୂଚନାଯୋଗ୍ୟ, ଧୋନି ଯେଉଁ ପ୍ରଶିକ୍ଷିଣ ନେବାକୁ ଯାଉଛନ୍ତି, ଏବେ ସେ ସେହି ବିଭାଗର ଲେଫ୍ଟନାଣ୍ଟ କର୍ଣ୍ଣେଲ୍ ଅଛନ୍ତି।
ଗତକାଲି ଟିମ୍ ଇଣ୍ଡିଆର ଓ୍ୱେଷ୍ଟେଣ୍ଡିଜ୍ ଗସ୍ତ ପାଇଁ ଖେଳାଳି ତାଲିକା ଘୋଷଣା ହୋଇଛି। ଏହି ତାଲିକାରେ ଧୋନିଙ୍କ ନାମ ନାହିଁ। କାରଣ ସେ ଖେଳାଳି ଚୟନ ପୂର୍ବରୁ ହିଁ ବିସିସିଆଇକୁ ଚିଠି ଲେଖି ଦୁଇ ମାସ ଖେଳି ପାରିବେ ନାହିଁ ବୋଲି ଅବଗତ କରାଇ ଦେଇଥିଲେ। ଏହି ସମୟରେ ସେ ପାରାଚ୍ୟୁଟ୍ ରେଜିମେଣ୍ଟ ସହିତ ରହିବେ ବୋଲି କହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅଜିତ କୁମାରଙ୍କ ଭୟଙ୍କର କାର ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲା ଜୀବନ
ଦୁବାଇ ଗ୍ରାଣ୍ଡ ଫିକ୍ସରେ ଅଭ୍ୟାସ ବେଳେ ନିୟନ୍ତ୍ରଣ ହରାଇ ରେସିଂ ଟ୍ରାକ୍ କଡ଼ରେ ଥିବା କାନ୍ଥରେ ପିଟି ହୋଇଥିଲା ଅଜିତଙ୍କ କାର। ଦୁର୍ଘଟଣାରେ ଅଭିନେତାଙ୍କର ବିଶେଷ କିଛି କ୍ଷତି ହୋଇନାହିଁ।
Crime
ଘରେ ଚୋରି କରିବାକୁ ପଶିଥିଲା ଚୋର, କିଛି ନମିଳିବାରୁ ମହିଳାଙ୍କୁ...
ଚୋରି କରିବାକୁ କୌଣସି ମୂଲ୍ୟବାନ ସାମଗ୍ରୀ ନପାଇବାରୁ ଘରେ ଥିବା ମହିଳାଙ୍କୁ ଚୁମ୍ବନ ଦେଇ ପଳାଇଲା ଚୋର। ମହିଳାଙ୍କ ଅଭିଯୋଗ ପରେ ଅଭିଯୁକ୍ତ ଚୋରକୁ ଧରିଛି ପୁଲିସ।
National
ବ୍ରିଜ ଉପରୁ ୩୧ଟି କୁକୁରଙ୍କୁ ଫୋପାଡ଼ି ଦେଲେ
ଗୋଟିଏ ସାମାଜିକ ଅନୁଷ୍ଠାନ ପକ୍ଷରୁ ଏନେଇ ପୁଲିସ୍ରେ ଅଭିଯୋଗ କରାଯାଇଛି। ସେମାନଙ୍କ କହିବା କଥା ଯେ ଜାନୁଆରୀ ୪ ତାରିଖରେ ଇଡୁମୈଲାରାମ ଗାଁ ନିକଟ ବ୍ରିଜରେ ପୂରା ଘଟଣା ଘଟିଛି।
National
ସଲମାନ୍ ଖାନଙ୍କ ଘରେ ଲାଗିଲା ବୁଲେଟ୍ ପ୍ରୁଫ୍ ଗ୍ଲାସ୍
ସଲମାନଙ୍କ ଘର ସମ୍ମୁଖରେ ପୁଣିଥରେ ସନ୍ଦିଗ୍ଧ ଗତିବିଧି ଦେଖାଦେଇଛି। ସୁରକ୍ଷା ଦୃଷ୍ଟିରୁ ବାନ୍ଦ୍ରାସ୍ଥିତ ଘରେ ଏଥର ଜନ୍ମଦିନ ପାଳନ କରିନଥିଲେ ସଲମାନ।
National
ରାଷ୍ଟ୍ରୀୟ ସ୍ମୃତି ସ୍ଥଳରେ ହେବ ପ୍ରଣବ ମୁଖାର୍ଜୀଙ୍କ ସ୍ମାରକୀ
୨୦୨୦ ମସିହା ଅଗଷ୍ଟ ମାସରେ ଶ୍ରୀ ମୁଖାର୍ଜୀଙ୍କ ଦେହାନ୍ତ ହୋଇଥିଲା। ଏହାର ୪ ବର୍ଷ ପରେ କେନ୍ଦ୍ର ସରକାର ପ୍ରଣବ ଦା’ଙ୍କ ସ୍ମାରକୀ ପାଇଁ ଜମି ଦେଇଛନ୍ତି।