ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନିରନ୍ତର ଭାବରେ ବଢ଼ିଚାଲିଛି। www.worldometers.info/coronavirus ର ରିପୋର୍ଟ ଅନୁଯାୟୀ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩୦୭୨ ଛୁଇଁଛି। ଏହି ଆକ୍ରାନ୍ତଙ୍କ ସଂଖ୍ୟା ଦେଖିଲେ ଭାରତ ଏବେ କରୋନାର ଉତ୍ପତ୍ତି କୁହାଯାଉଥିବା ଚୀନର ଆକ୍ରାନ୍ତଙ୍କ ସଂଖ୍ୟା ଅପେକ୍ଷା ଅଧିକ ହୋଇଛି। ଚୀନରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୮୨,୯୩୩ ରହିଛି। ଶକ୍ରବାର ସଂଧ୍ୟା ୪ଟା ସୁଦ୍ଧା ଦେଶରେ ୧୦୭୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭାରତ ଏବେ ସର୍ବାଧିକ ଆକ୍ରାନ୍ତ ଦେଶ ତାଲିକାରେ ୧୧ ନମ୍ୱରରେ ରହିଛି। ଚୀନ ଗୋଟିଏ ପଛକୁ ଯାଇ ୧୨ ନମ୍ୱର ସ୍ଥାନରେ ରହିଛି।
ଆମେରିକାରେ ଏଯାବତ ୧,୪୬୧,୪୯୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୯୭,୦୪୩ ହୋଇଛି। ସ୍ପେନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୪,୩୬୭ ରହିଥିବା ବେଳେ ମୃତକଙ୍କ ସଂଖ୍ୟା ୨୭,୪୫୯ ରହିଛି। ଏହାପରେ ଋଷିଆରେ ୨୬୨,୮୪୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ୨,୪୧୮ ଜଣଙ୍କର ମୃତ୍ୟୁ ଘଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।