୧୦ ଦିନ ମଧ୍ୟରେ ୨୬୦୦ରୁ ଅଧିକ ଶ୍ରମିକ ସ୍ପେଶାଲ ଟ୍ରେନ ଚାଲିବ

ନୂଆଦିଲ୍ଲୀ: ପ୍ରବାସୀମାନଙ୍କୁ ସେମାନଙ୍କ ନିଜ ରାଜ୍ୟରେ ପହଞ୍ଚାଇବାର ଲକ୍ଷ୍ୟ ନେଇ ରେଳ ମନ୍ତ୍ରଣାଳୟ ଆଗାମୀ ୧୦ ଦିନ ମଧ୍ୟରେ ଆଉ ୨୬୦୦ ଶ୍ରମିକ ସ୍ପେଶାଲ ଟ୍ରେନ ଚଳାଇବାକୁ ନିଷ୍ପତ୍ତି ନେଇଛି। ଏହାଫଳରେ ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରାୟ ୩୬୦୦ ପ୍ରବାସୀ ଉପକୃତ ହେବେ। ବିଭିନ୍ନ ରାଜ୍ୟରେ ଫସି ହୋଇ ହୋଇ ରହିଥିବା ପ୍ରବାସୀ ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ ଓ ଛାତ୍ରଛାତ୍ରୀଙ୍କୁ ସେମାନଙ୍କ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବାର ନିଷ୍ପତ୍ତି ନେଇ ରେଳ ମନ୍ତ୍ରଣାଳୟ ମେ’ ପହିଲାରୁ ଶ୍ରମିକ ସ୍ପେଶାଲ […]

train-2--1

train-2--1

Subhransu Sekhar
  • Published: Saturday, 23 May 2020
  • Updated: 23 May 2020, 08:16 PM IST

Sports

Latest News

ନୂଆଦିଲ୍ଲୀ: ପ୍ରବାସୀମାନଙ୍କୁ ସେମାନଙ୍କ ନିଜ ରାଜ୍ୟରେ ପହଞ୍ଚାଇବାର ଲକ୍ଷ୍ୟ ନେଇ ରେଳ ମନ୍ତ୍ରଣାଳୟ ଆଗାମୀ ୧୦ ଦିନ ମଧ୍ୟରେ ଆଉ ୨୬୦୦ ଶ୍ରମିକ ସ୍ପେଶାଲ ଟ୍ରେନ ଚଳାଇବାକୁ ନିଷ୍ପତ୍ତି ନେଇଛି। ଏହାଫଳରେ ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରାୟ ୩୬୦୦ ପ୍ରବାସୀ ଉପକୃତ ହେବେ।

ବିଭିନ୍ନ ରାଜ୍ୟରେ ଫସି ହୋଇ ହୋଇ ରହିଥିବା ପ୍ରବାସୀ ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ ଓ ଛାତ୍ରଛାତ୍ରୀଙ୍କୁ ସେମାନଙ୍କ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବାର ନିଷ୍ପତ୍ତି ନେଇ ରେଳ ମନ୍ତ୍ରଣାଳୟ ମେ’ ପହିଲାରୁ ଶ୍ରମିକ ସ୍ପେଶାଲ ଟ୍ରେନ ଚାଲୁ କରିଛି। ଦୁଇ ରାଜ୍ୟ ସରକାରଙ୍କ ସହମତି ଭିତ୍ତିରେ ରାଜ୍ୟର ଏକ ସ୍ଥାନରୁ ଅନ୍ୟ ରାଜ୍ୟର ନିର୍ଦ୍ଦିଷ୍ଟ ସ୍ଥାନକୁ ପ୍ରବାସୀମାନକୁ ନେଇ ଏହି ଟ୍ରେନ ଯାତ୍ରା କରିଆସୁଛି ।

ଶ୍ରମିକ ସ୍ପେଶାଲ ଟ୍ରେନଗୁଡିକର ଚଳାଚଳ ସୁବିଧା ପାଇଁ ରେଳବାଇ ଓ ରାଜ୍ୟ ସରକାରମାନେ ବରିଷ୍ଠ ଅଧିକାରୀମାନଙ୍କୁ ନୋଡାଲ ଅଧିକାରୀ ଭାବେ ନିଯୁକ୍ତି ଦେଇଛନ୍ତି । ଗତ ୨୩ ଦିନ ମଧ୍ୟରେ ଭାରତୀୟ ରେଳବାଇ ୨୬୦୦ ଶ୍ରମିକ ସ୍ପେଶାଲ ଟ୍ରେନ ଚଳାଇଛି। ଏପର୍ଯ୍ୟନ୍ତ ପ୍ରାୟ ୩୬ ଲକ୍ଷ ପ୍ରବାସୀ ସେମାନଙ୍କ ନିଜ ରାଜ୍ୟକୁ ଫେରିଯାଇଛନ୍ତି । ଶ୍ରମିକ ସ୍ପେଶାଲ ବ୍ୟତୀତ ରେଳ ମନ୍ତ୍ରଣାଳୟ ଗତ ୧୨ ତାରିଖରୁ ୧୫ ଯୋଡା ସ୍ଵତନ୍ତ୍ର ଟ୍ରେନ ଆରମ୍ଭ କରିଥିବା ବେଳେ ଆସନ୍ତା ଜୁନ ମାସ ପହିଲାରୁ ୨୦୦ ଟ୍ରେନ ସେବା ଚାଲୁ କରିବାକୁ ଘୋଷଣା କରିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story