ନୂଆଦିଲ୍ଲୀ: ବର୍ତ୍ତମାନ ସବୁଠୁ ଚର୍ଚ୍ଚାରେ ଥିବା କରୋନା ଦେଖିବାକୁ କେମିତି? ଏବେ ସମସ୍ତଙ୍କ ମନରେ ଏହି ପ୍ରଶ୍ନ ଉଠୁଥିବାବେଳେ କରୋନାର ଫଟୋ ସାମ୍ନାକୁ ଆସିଛି। ଭାରତର ପ୍ରଥମ କରୋନା ଆକ୍ରାନ୍ତଙ୍କ ଗଳାରୁ ସଂଗ୍ରହ କରାଯାଇଥିବା ସ୍ୱାବ୍ରୁ ମାଇକ୍ରୋସ୍କୋପ୍ ଜରିଆରେ ବର୍ତ୍ତମାନ ଏହାର ଫଟୋ ଉଠାଯାଇଛି।
ସୂଚନାଯୋଗ୍ୟ ଯେ ଏହି ଭାଇରସ୍ର ପ୍ରକୃତ ନାମ ସିଭିଅର ଆକ୍ୟୁଟ୍ ରେସ୍ପିରେଟୋରି ସିଣ୍ଡ୍ରୋମ୍ କରୋନା ଭାଇରସ୍-୨ ବା ସାର୍ସ-କୋଭ୍-୨। ନୋଭେଲ୍ କରୋନା ଭାଇରସ୍ ନାମରେ ଏବେ ସବୁଆଡ଼େ ଚର୍ଚ୍ଚାରେ ରହିଛି ଏହି ଭାଇରସ୍। ଭାରତରେ ଜାନୁଆରୀ ୩୦ରେ ଏହାକୁ ପ୍ରଥମେ ଚିହ୍ନଟ କରାଯାଇଥିଲା।
ଏହି ମାଇକ୍ରୋସ୍କୋପି ଫଟୋଟି ଇଣ୍ଡିଆନ୍ ଜର୍ଣ୍ଣାଲ୍ ଅଫ୍ ମେଡିକାଲ ରିସର୍ଚ୍ଚ ବା ଆଇଜେଏମ୍ଆରର ସଦ୍ୟ ପ୍ରକାଶିତ ସଂସ୍କରଣରେ ପ୍ରକାଶିତ ହୋଇଛି। ଗତବର୍ଷ ଚାଇନାର ଉହାନ୍ରେ ପ୍ରଥମେ ଚିହ୍ନଟ ହୋଇଥିବା ଏହି ଭାଇରସ୍ ସାରା ବିଶ୍ୱରେ ମୃତ୍ୟୁରେ ତାଣ୍ଡବ ଲୀଳା ଚଲାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।
Health
ରସୁଣକୁ ଦେଶୀ ଘିଅରେ ଭାଜି ଖାଆନ୍ତୁ, ଏହି ସବୁ ସ୍ୱାସ୍ଥ୍ୟଗତ ସମସ୍ୟାର କରିଥାଏ ସମାଧାନ
ରସୁଣ ହେଉଛି ଆଣ୍ଟିବ୍ୟାକ୍ଟେରିଆଲ, ଆଣ୍ଟିଫଙ୍ଗଲ ଓ ଆଣ୍ଟିଭାଇରାଲ।
Health
କଞ୍ଚା କ୍ଷୀର ପିଉଛନ୍ତି କି? ରୁହନ୍ତୁ ସାବଧାନ
ଆମେରିକାର ଫୁଡ୍ ଡ୍ରଗ୍ ଆଣ୍ଡ ଆଡମିନିଷ୍ଟ୍ରେସନ (ଏଫ୍ଡିଏ) ସମେତ ଆଉ କିଛି ସଂସ୍ଥା କରିଥିବା ଗବେଷଣାରୁ ଜଣାପଡ଼ିଛି ଯେ କଞ୍ଚା କ୍ଷୀରରେ ପ୍ରୋବାୟୋଟିକ୍ସ ନଥାଏ।