ନୂଆଦିଲ୍ଲୀ: ୨୦୧୮-୧୯ ଆର୍ଥିକ ବର୍ଷର ଜାନୁଆରୀ-ମାର୍ଚ୍ଚ କ୍ୱାର୍ଟର ବା ତ୍ରୟମାସିକରେ ଭାରତର ଅର୍ଥନୀତିକ ଅଭିବୃଦ୍ଧି ହାର ୫ ବର୍ଷରେ ସର୍ବନିମ୍ନ ସ୍ତର ୫.୮%କୁ ଖସିଆସିଛି। କୃଷି ଏବଂ ଉତ୍ପାଦନ ଆଦି କ୍ଷେତ୍ରରେ ନିମ୍ନମାନର ପ୍ରଦର୍ଶନ କାରଣରୁ ଏପରି ହୋଇଥିବା କୁହାଯାଉଛି। କେନ୍ଦ୍ରୀୟ ପରିସଂଖ୍ୟାନ କାର୍ଯ୍ୟାଳୟ ପକ୍ଷରୁ ଆହୁରି ମଧ୍ୟ କୁହାଯାଇଛି ୨୦୧୮-୧୯ ଆର୍ଥିକ ବର୍ଷରେ ଜିଡିପି ଅଭିବୃଦ୍ଧି ୬.୮% ଥିଲା, ଯାହାକି ଗତ ଆର୍ଥିକ ବର୍ଷର ୭.୨% ଠାରୁ କମ୍।
ଏହି ଜିଡିପି ହାର ୨୦୧୪-୧୫ ପରଠାରୁ ସବୁଠାରୁ କମ୍। ଏହାପୂର୍ବରୁ ସର୍ବନିମ୍ନ ରେକର୍ଡ ୨୦୧୩-୧୪ରେ ୬.୪% ଥିଲା। ଚତୁର୍ଥ କ୍ୱାର୍ଟରରେ ଅଭିବୃଦ୍ଧି ହାର ଚାଇନାର ୬.୪%ଠାରୁ ମଧ୍ୟ କମ୍ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।
Business
ଟାରିଫ୍ ନିୟମରେ ସଂଶୋଧନ, ଫେରିବ ୧୦ ଟଙ୍କିଆ ରିଚାର୍ଜ କୁପନ୍
ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Business
ଧାମନଗର ଟେକ୍ସଟାଇଲ ପାର୍କ ପାଇଁ ୪ ହଜାର କୋଟି ମଞ୍ଜୁର; ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସୂର୍ଯ୍ୟବଂଶୀ ସୂରଜ
ଏହି ଉଦ୍ୟୋଗ ଯୋଗୁଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୬ ହଜାର ନିଯୁକ୍ତି ସୃଷ୍ଚି ହେବ ଏବଂ ଭଦ୍ରକ ଜିଲ୍ଲା ଶିଳ୍ପ ସମୃଦ୍ଧ ହୋଇପାରିବ।
Business
ଲୋନ୍ ଶୁଝି ପାରୁ ନାହାନ୍ତି ଅମ୍ବାନୀ, ଜିନ୍ଦଲ; ୧୦ ବର୍ଷରେ ୧୨ ଲକ୍ଷ କୋଟି ଛାଡ଼
ବ୍ୟାଙ୍କ ଲୋନ୍ ଶୁଝି ପାରୁ ନାହାନ୍ତି ଅମ୍ବାନୀ, ଜିନ୍ଦଲ ଓ ଜୟପ୍ରକାଶଙ୍କ ପରି ପ୍ରତିଷ୍ଠିତ ବିଜନେସମ୍ୟାନ୍। ଫଳରେ ଋଣ ଛାଡ଼ ପାଇଁ ବାଧ୍ୟ ହେଉଛନ୍ତି ସରକାରୀ ଓ ଘରୋଇ ବ୍ୟାଙ୍କ। ଗତ ୧୦ ବର୍ଷ ମଧ୍ୟରେ ଉଭୟ ସରକାରୀ ଓ ଘରୋଇ ବ୍ୟାଙ୍କଗୁଡ଼ିକ ୧୨ ଲକ୍ଷ କୋଟି ଛାଡ଼ କରିଛନ୍ତି।