ନୂଆଦିଲ୍ଲୀ: ଦେଶରେ ମହାମାରୀ କରୋନା ଭାଇରସ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ସ୍ଥିତି ଏପରି ହୋଇଛି ଯେ ବର୍ତ୍ତମାନ ଭାରତରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ସାଢ଼େ ୧୧ ଲକ୍ଷ ପାର କରିଯାଇଛି।
୨୪ ଘଣ୍ଟାରେ ପୁଣିଥରେ ୩୭,୧୪୮ ଜଣଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏହାପୂର୍ବରୁ ରବିବାର ୩୮,୯୦୨ ଓ ସୋମବାର ୪୦,୪୨୫ ପଜିଟିଭ କେସ୍ ସାମ୍ନାକୁ ଆସିଥିଲା। ଏହାକୁ ମିଶାଇ ଦେଶରେ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧,୫୫,୧୯୧ରେ ପହଞ୍ଚି ଯାଇଛି।
ସେହିପରି ଗୋଟିଏ ଦିନରେ ମହାମାରୀ କରୋନା ଭାଇରସ ଆଉ ୫୮୭ ଜଣଙ୍କ ମୁଣ୍ଡ ନେଇଛି। ଫଳରେ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୮,୦୮୪ ଛୁଇଁଛି।
ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଗୋଟିଏ ଦିନରେ ପ୍ରାୟ ୨୪ ହଜାର ଲୋକ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ୭,୨୪,୫୭୮ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା ବେଳେ ୪୦୨୫୨୯ ଆକ୍ଟିଭ କେସ୍ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।