ବିଶାଖାପାଟଣା: ଏଣିକି ଆହୁରି ଶକ୍ତିଶାଳୀ ହେବ ଭାରତୀୟ ନୌସେନା। କାରଣ ନୌସେନାରେ ସାମଲି ହୋଇଛି ଶକ୍ତିଶାଳି ଆଇଏନ୍ଏସ୍ କିଲ୍ଟନ୍ ଯୁଦ୍ଧ ଜାହାଜ। ବିଶାଖପାଟଣାର ଇଷ୍ଣର୍ଣ୍ଣ ନାଭାଲ କମାଣ୍ଡରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଏହି ଯୁଦ୍ଧ ଜାହାଜକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ। ଏହା ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ହୋଇଛି।
ଶିବାଲିକ କ୍ଲାସ୍, କୋଲକତା କ୍ଲାସ୍ ପରେ ଏବେ ଏହି ଆଇଏନ୍ଏସ୍ କିଲ୍ଟନ୍ ଜାହାଜଟି ଯୁଦ୍ଧ ଜାହାଜ ତାଲିକାରେ ସାମିଲ ହୋଇଛି। ଏଥିରେ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଓଜନିଆ ଟରପିଡୋସ୍, ଏଏସଡବ୍ଲୁ ରକେଟ, ୭୬ ଏମ୍ଏମ୍ କାଲିବ୍ରେ, ମିଡିୟମ ରେଂଜ ଗନ୍ ଓ ଦୁଇଟି ମଲ୍ଟି ବ୍ୟାରେଲ୍ ୩୦ ଏମ୍ଏମ୍ ଗନ୍ ସହ ସ୍ୱତନ୍ତ୍ର ଅଗ୍ନି ନିୟନ୍ତ୍ରଣ ବ୍ୟବସ୍ଥା ରହିଛି। ଆଇଏନ୍ଏସ୍ କିଲ୍ଟନ୍ ଦ୍ୱାରା ଭାରତର ସୁରକ୍ଷା ବ୍ୟବସ୍ଥା ସୁଦୃଢ଼ ହେବା ସହ ଶତ୍ରୁମାନଙ୍କ ସହ କଡ଼ା ମୁକାବିଲା କରିବାର ବୋଲି ସହାୟକ ହେବ ବୋଲି ନୌସେନା କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
କାହିଁକି ନିଜ ଗୁପ୍ତାଙ୍ଗରେ ସର୍ଜିକାଲ ବ୍ଲେଡ ଭର୍ତ୍ତି କରି ଦେଲେ ଦୁଷ୍କର୍ମ ପୀଡ଼ିତା ?
ଯୁବତୀ ଜଣଙ୍କ କାହିଁକି ଏମିତି କଲେ?
Health
ଘାଇଲା କରୁଥିବା ବିରଳ ସ୍ନାୟୁ ରୋଗ GBS କ’ଣ? କାରଣ ଜଣାପଡ଼ୁନି
ଜିବିଏସ୍ ଗୋଟିଏ ବିରଳ ରୋଗ ହୋଇଥିବା ବେଳେ ଏଯାଏ ଏହା କ’ଣ ପାଇଁ ହେଉଛି, ସେକଥା ଡାକ୍ତରମାନେ ଜାଣିବାକୁ ସକ୍ଷମ ହୋଇନାହାନ୍ତି।
National
ଚା’ ବିକାଳିର ‘ନିଆଁ ଗୁଜବ’ ଯୋଗୁ କେମିତି ଚାଲି ଗଲା ୧୩ ଜଣଙ୍କ ଜୀବନ?
କିନ୍ତୁ ପୁଷ୍ପକ ଏକ୍ସପ୍ରେସରେ ନିଆଁ ଲାଗିବା ଗୁଜବ କିଏ ପ୍ରଚାର କରିଥିଲା? କାହିଁକି ଟ୍ରେନର ଚେନ୍ ପୁଲ୍ ହେବା ପରେ କିଛି ଲୋକ ନିକଟସ୍ଥ ଟ୍ରାକକୁ ଡିଆଁ ମାରିଲେ?
Crime
ପତ୍ନୀଙ୍କୁ ମାରି ପ୍ରେସର କୁକରରେ ସିଝାଇବା ଘଟଣା ଓଡ଼ିଶାର ସୋମନାଥଙ୍କ କଥା ମନେ ପକାଇ ଦେଲା
ଆଜିକୁ ଠିକ ୧୨ ବର୍ଷ ତଳେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ଆଇଆରସି ଭିଲେଜରେ ସମାନ ଘଟଣା ଘଟିଥିଲା।
Accident
ନିଆଁ ଗୁଜବ ପରେ ଗୋଟିଏ ଟ୍ରେନରୁ ଡେଇଁଲେ, ଆଉ ଗୋଟିଏ ଟ୍ରେନ ନେଇ ଗଲା ୧୧ ଜୀବନ
ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍କମ ଏକ୍ସପ୍ରେସର କିଛି ଲୋକ ଟ୍ରେନରେ ନିଆଁ ଲାଗି ଯାଇଥିବା ଆଶଙ୍କା କରି ଟ୍ରାକୁ ଡେଇଁ ପଡ଼ିଥିଲେ