ଓଡ଼ିଆ ପୁଅ ହେଲେ ତାମିଲନାଡୁ ଡିଜିପି

ଚେନ୍ନାଇ: ତାମିଲନାଡୁର ନୂଆ ପୁଲିସ୍ ମହାନିର୍ଦ୍ଦେଶକ (ଡିଜିପି) ଭାବେ ନିଯୁକ୍ତି ପାଇଛନ୍ତି ଓଡ଼ିଆ ପୁଅ ଆଇପିଏସ୍‌ ଜଳଦ କୁମାର ତ୍ରିପାଠୀ। ଜୁଲାଇ ପହିଲାରେ ସେ ଦାୟିତ୍ୱ ଗ୍ରହଣ କରିବେ। ୧୯୮୫ ବ୍ୟାଚ୍‌ର ତାମିଲନାଡୁ କ୍ୟାଡରର ଏହି ଆଇପିଏସ୍‌ ଅଫିସର ଦୁଇ ବର୍ଷ ପାଇଁ ଏହି ପଦବୀରେ ରହିବେ। ଏବେ ସେ ତାମିଲନାଡୁ ୟୁନିଫର୍ମ ସର୍ଭିସ ରିକ୍ରୁଟମେଣ୍ଟ ବୋର୍ଡର ଡିଜିପି ତଥା ଅଧ୍ୟକ୍ଷ ଭାବେ କାର୍ଯ୍ୟରତ। ୟୁପିଏସ୍‌ସି ତାଙ୍କୁ ଏହି ନିଯୁକ୍ତି ଦେଇଛି। ତାମିଲନାଡୁର ଡିଜିପି ପଦ ପାଇଁ ୬ […]

J.K Tripathy IPS officer Tamil Nadu 1985 batch

Subhransu Sekhar
  • Published: Saturday, 29 June 2019
  • Updated: 29 June 2019, 02:41 PM IST

Sports

Latest News

ଚେନ୍ନାଇ: ତାମିଲନାଡୁର ନୂଆ ପୁଲିସ୍ ମହାନିର୍ଦ୍ଦେଶକ (ଡିଜିପି) ଭାବେ ନିଯୁକ୍ତି ପାଇଛନ୍ତି ଓଡ଼ିଆ ପୁଅ ଆଇପିଏସ୍‌ ଜଳଦ କୁମାର ତ୍ରିପାଠୀ। ଜୁଲାଇ ପହିଲାରେ ସେ ଦାୟିତ୍ୱ ଗ୍ରହଣ କରିବେ। ୧୯୮୫ ବ୍ୟାଚ୍‌ର ତାମିଲନାଡୁ କ୍ୟାଡରର ଏହି ଆଇପିଏସ୍‌ ଅଫିସର ଦୁଇ ବର୍ଷ ପାଇଁ ଏହି ପଦବୀରେ ରହିବେ। ଏବେ ସେ ତାମିଲନାଡୁ ୟୁନିଫର୍ମ ସର୍ଭିସ ରିକ୍ରୁଟମେଣ୍ଟ ବୋର୍ଡର ଡିଜିପି ତଥା ଅଧ୍ୟକ୍ଷ ଭାବେ କାର୍ଯ୍ୟରତ।

ୟୁପିଏସ୍‌ସି ତାଙ୍କୁ ଏହି ନିଯୁକ୍ତି ଦେଇଛି। ତାମିଲନାଡୁର ଡିଜିପି ପଦ ପାଇଁ ୬ ଜଣ ବରିଷ୍ଠ ଆଇପିଏସ୍‌ଙ୍କ ନାଁ ବିଚାରକୁ ନିଆଯାଇଥିଲେ ହେଁ ଶେଷରେ ଶ୍ରୀ ତ୍ରିପାଠୀଙ୍କୁ ନିଯୁକ୍ତି ଦିଆଯାଇଛି। ତାମିଲନାଡୁରେ ସେ ଜଣେ ଜଣାଶୁଣା ଆଇପିଏସ ଅଫିସର। ତାଙ୍କ କାର୍ଯ୍ୟଶୈଳୀ ଓ ଦକ୍ଷତା ବିଷୟରେ ପ୍ରାୟ ସମସ୍ତେ ଅବଗତ।

୨୦୧୨ରେ ଜଲଦ କୁମାର ତ୍ରିପାଠୀ ଚେନ୍ନାଇ ପୁଲିସ୍‌ କମିଶନର ଥିବା ବେଳେ ଏକ ବ୍ୟାଙ୍କ ଡକାୟତି ଉଦ୍ୟମକୁ ପଣ୍ଡ କରିଥିଲେ। ସେ ଘଟଣାସ୍ଥଳରେ ୫ ଡକାୟତଙ୍କୁ ଏନ୍‌କାଉଣ୍ଟର କରି ନିଜ ଦକ୍ଷତା ପ୍ରତିପାଦନ କରିଥିଲେ। ଏହାପରେ ସେ ଚର୍ଚ୍ଚାକୁ ଆସିଥିଲେ।

ଏବେ ଟି.କେ ରାଜେନ୍ଦ୍ରନ ତାମିଲନାଡୁର ଡିଜିପି ଅଛନ୍ତି। ତାଙ୍କର କାର୍ଯ୍ୟକାଳ ୨ ବର୍ଷ ପୂର୍ବରୁ ଶେଷ ହୋଇଥିଲା। କିନ୍ତୁ ରାଜ୍ୟ ସରକାର ତାଙ୍କ କାର୍ଯ୍ୟକାଳକୁ ଆଉ ଦୁଇ ବର୍ଷ ବଢ଼ାଇ ଦେଇଥିଲେ। ଆସନ୍ତାକାଲି ତାଙ୍କ କାର୍ଯ୍ୟକାଳ ଶେଷ ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story