ବେଉରଟ: ସିରିଆର ଉତ୍ତରରେ ଅବସ୍ଥିତ ଅଲ୍ ବାବ ନାମକ ଏକ ସହର ଉପରେ ଶନିବାର ସିରିଆ ବାୟୁସେନା ପକ୍ଷରୁ ଆକ୍ରମଣ କରାଯାଇଥିଲା। ଏ ଅଞ୍ଚଳଟି ଆତଙ୍କବାଦୀ ସଂଗଠନ ଇସଲାମିକ୍ ଷ୍ଟେଟ୍ (ଆଇଏସ୍) ଅକ୍ତିଆରରେ ରହିଛି। ଏହି ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ତିନି ଜଣ ଶିଶୁ ରହିଛନ୍ତି। ସିରିଆରେ କାର୍ଯ୍ୟ କରୁଥିବା ଆମେରିକାର ଏକ ମାନବାଧିକାର ସଂଗଠନ ଏହି ତଥ୍ୟ ଦେଇଛି। ଏହି ସଂଗଠନ ପକ୍ଷରୁ କୁହାଯାଇଛି ଯେ ଆଲପ୍ପୋର ଉତ୍ତରପୂର୍ବରୁ ୩୦ କିଲୋମିଟର ଦୂରରେ ଅବସ୍ଥିତ ଅଲ୍-ବାବ୍ ସହରରେ ସିରିଆ ବାୟୁ ସେନା ପକ୍ଷରୁ ହେଲିକପ୍ଟର ଯୋଗେ ଆକ୍ରମଣ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।