ଜେରୁଜେଲମ୍: ଇସ୍ରାଏଲ୍ର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଆଜିଠାରୁ କ୍ୱାରେଣ୍ଟାଇନ୍ରେ ରହିବେ। ସୋମବାର ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ଘୋଷଣା କରାଯାଇଛି। ତାଙ୍କର ଜଣେ ସହଯୋଗୀ କରୋନା ପଜିଟିଭ୍ ଥିବା ଜଣାପଡ଼ିବା ପରେ ଏହା କୁହାଯାଇଛି।
ନେତାନ୍ୟାହୁଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି, “ଏହା ପ୍ରତିଷେଧକ ସ୍ୱରୂପ ନିଆଯାଇଥିବା ପଦକ୍ଷେପ। ଏପରିକି ଏହି ମହାମାରୀ ସମ୍ପର୍କିତ ପରୀକ୍ଷା ଓ ତଦନ୍ତ ପୂର୍ବରୁ ହିଁ ଏପରି ପଦକ୍ଷେପ ନିଆଯାଇଛି।”
ବର୍ତ୍ତମାନ ଏହି ଦେଶରେ ସମ୍ପୂର୍ଣ୍ଣ ଲକ୍ଡାଉନ୍ ଜାରି ହୋଇଛି। ଲୋକେ ଘରଠାରୁ ୧୦୦ ମିଟର ମଧ୍ୟ ବାହାରକୁ ଯାଇପାରୁନାହାନ୍ତି। କେବଳ ଖାଦ୍ୟ ସଂଗ୍ରହ ପାଇଁ ବାହାରକୁ ଯାଇପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୧୬ ବର୍ଷର ପୁଅ ସହିତ ପଳାଇଲା ୧୦ ବର୍ଷର ଝିଅ!
ରୋଚକ କଥା ହେଉଛି ଯେ ୫ମ ଶ୍ରେଣୀରେ ପଢୁଥିବା ଏହି ଝିଅଟିର ବାପା ଇନଷ୍ଟାଗ୍ରାମ ବିଷୟରେ କିଛି ଜାଣନ୍ତି ନାହିଁ।
National
ଅତୁଲ ସୁଭାଷ ଆତ୍ମହତ୍ୟା ମାମଲା: ପତ୍ନୀ, ଶାଶୁ ଓ ଶାଳକଙ୍କୁ ମିଳିଲା ଜାମିନ
ଗତ ଡିସେମ୍ବର ୯ ତାରିଖରେ ଅତୁଲ ସୁଭାଷ ଆତ୍ମହତ୍ୟା କରିଥିଲେ। ପତ୍ନୀ, ଶାଶୁ ଓ ଶାଳକଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣି ସେ ଆତ୍ମହତ୍ୟା କରିଥିଲେ।
National
ସାମ୍ବାଦିକ ମୁକେଶଙ୍କ ହତ୍ୟା ଘଟଣାରେ ଟ୍ୱିଷ୍ଟ; ସଂପର୍କୀୟ ଭାଇ ଗିରଫ
ପୁଲିସ ଏହି ମାମଲାରେ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ରିତେଶ ସହିତ ତାଙ୍କ ପରିବାରର ଅନ୍ୟ ଜଣେ ସଦସ୍ୟ ଦୀନେଶ ଚନ୍ଦ୍ରକାର ମଧ୍ୟ ଅଛନ୍ତି।
National
ଘାଟି ତଳକୁ ଖସି ପଡ଼ିଲା ସେନା ଟ୍ରକ୍; ୪ ଯବାନ ମୃତ, ୫ ଆହତ
ଆହତ ଯବାନମାନଙ୍କୁ ନିକଟସ୍ଥ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ଗୁରୁତର ରହିଛି।
National
ଦିଲ୍ଲୀ ନିର୍ବାଚନ: ବିଜେପିର ପ୍ରଥମ ପ୍ରାର୍ଥୀ ତାଲିକା ଜାରି; ଜାଣନ୍ତୁ, କେଜ୍ରିୱାଲଙ୍କ ବିରୋଧରେ କାହାକୁ ଟିକେଟ ଦେଲା
ଗାନ୍ଧୀ ନଗର ବିଧାୟକ ଅନୀଲ ବାଜପେୟୀଙ୍କୁ ଏଥର ଟିକେଟ ଦେଇନି ବିଜେପି। ତାଙ୍କ ବଦଳରେ ପୂର୍ବତନ ଦିଲ୍ଲୀ କଂଗ୍ରେସ ମୁଖ୍ୟ ଅରବିନ୍ଦର ସିଂହ ଲଭଲୀଙ୍କୁ ଦଳ ଟିକେଟ ଦେଇଛି।