ନୂଆଦିଲ୍ଲୀ: ପ୍ଲାଷ୍ଟିକ ମୁକ୍ତ ହେବାକୁ ଅଧିକ ୩ ମାସ ସମୟ ନେବ ଆଇଟିସି ମାନ୍ୟତା ପ୍ରାପ୍ତ ହୋଟେଲ୍। ଅକ୍ଚୋବର ୨ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଦେଶକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ଆହ୍ୱାନ କରିଥିଲେ। ଯାହାର ଜବାବରେ ଏହା କହିଛନ୍ତି ଆଇଟିସି ହୋଟେଲ କର୍ତ୍ତୃପକ୍ଷ।
ଆଇଟିସି ଦୀର୍ଘ ବର୍ଷ ହେବ ଦାମୀ ପ୍ଲାଷ୍ଟିକ୍ ବ୍ୟବହାର କରି ଆସୁଛି। ଲୋକମାନଙ୍କ ବିଳାସପୂର୍ଣ୍ଣ ଜୀବନଶୈଳୀ ସେବା ଯୋଗାଇ ଦେବାକୁ ଯାଇ କମ୍ପାନୀ ଏହା ବ୍ୟବହାର କରୁଛି। ଯାହାକି ସ୍ୱଦେଶୀ ବୋଲି ଅନୁଭବ କରାଇଥାଏ। ତେଣୁ ଏହି ପ୍ଲାଷ୍ଟିକକୁ ସମ୍ପୂର୍ଣ୍ଣ ଛାଡ଼ିବା ପାଇଁ ଡିସେମ୍ୱର ୩୧ ପର୍ଯ୍ୟନ୍ତ ସମୟ ଲାଗିବ ବୋଲି ଓ୍ୱେଲକମ ଏବଂ ଆଇଟିସି ହୋଟେଲର ପରିଚାଳନା ନିର୍ଦ୍ଦେଶକ ଦୀପକ ହକସର କହିଛନ୍ତି।
ସେ କହିଛନ୍ତି ଆଇଟିସି ପ୍ରଥମ ଥର ପାଇଁ ୨୦୧୨ରେ କାଚ ପାଣି ବୋତଲ ବ୍ୟବହାର କରିଥିଲା। ଏଭଳି ପ୍ରୟାସ ଆଗାମୀ ଭବିଷ୍ୟତ ପାଇଁ ଆମର ପ୍ରତିବଦ୍ଧତା ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଟାରିଫ୍ ନିୟମରେ ସଂଶୋଧନ, ଫେରିବ ୧୦ ଟଙ୍କିଆ ରିଚାର୍ଜ କୁପନ୍
ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Business
ଧାମନଗର ଟେକ୍ସଟାଇଲ ପାର୍କ ପାଇଁ ୪ ହଜାର କୋଟି ମଞ୍ଜୁର; ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସୂର୍ଯ୍ୟବଂଶୀ ସୂରଜ
ଏହି ଉଦ୍ୟୋଗ ଯୋଗୁଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୬ ହଜାର ନିଯୁକ୍ତି ସୃଷ୍ଚି ହେବ ଏବଂ ଭଦ୍ରକ ଜିଲ୍ଲା ଶିଳ୍ପ ସମୃଦ୍ଧ ହୋଇପାରିବ।
Business
ଲୋନ୍ ଶୁଝି ପାରୁ ନାହାନ୍ତି ଅମ୍ବାନୀ, ଜିନ୍ଦଲ; ୧୦ ବର୍ଷରେ ୧୨ ଲକ୍ଷ କୋଟି ଛାଡ଼
ବ୍ୟାଙ୍କ ଲୋନ୍ ଶୁଝି ପାରୁ ନାହାନ୍ତି ଅମ୍ବାନୀ, ଜିନ୍ଦଲ ଓ ଜୟପ୍ରକାଶଙ୍କ ପରି ପ୍ରତିଷ୍ଠିତ ବିଜନେସମ୍ୟାନ୍। ଫଳରେ ଋଣ ଛାଡ଼ ପାଇଁ ବାଧ୍ୟ ହେଉଛନ୍ତି ସରକାରୀ ଓ ଘରୋଇ ବ୍ୟାଙ୍କ। ଗତ ୧୦ ବର୍ଷ ମଧ୍ୟରେ ଉଭୟ ସରକାରୀ ଓ ଘରୋଇ ବ୍ୟାଙ୍କଗୁଡ଼ିକ ୧୨ ଲକ୍ଷ କୋଟି ଛାଡ଼ କରିଛନ୍ତି।
Business
ଖୁବଶୀଘ୍ର ଏଟିଏମରୁ ଉଠିପାରିବ ପିଏଫ୍ ଟଙ୍କା!
ଖୁବଶୀଘ୍ର ହିତାଧିକାରୀ ସିଧାସଳଖ ଏଟିଏମ୍ ମାଧ୍ୟମରେ ସେମାନଙ୍କ କ୍ଲେମ ରାଶି ସହଜରେ ପାଇପାରିବେ। କର୍ମଚାରୀମାନଙ୍କ ସହଜ ଜୀବନଧାରଣରେ ଉନ୍ନତି ଆଣିବା ପାଇଁ ପ୍ରକ୍ରିୟାକୁ ସରଳ କରୁଛୁ କହିଲେ ଶ୍ରମ ସଚିବ।