ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଆଜି ଜଲଶକ୍ତି ଅଭିଯାନର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ୱତ୍। ଦେଶର ପ୍ରମୁଖ ରାଜ୍ୟ ଗୁଡ଼ିକରେ ପାଣିର ଘୋର ଅଭାବ ଦେଖାଦେଇଛି। ଏହାକୁ ନଜରରେ ରଖି ଜଲଶକ୍ତି ଅଭିଯାନର ଶୁଭାରମ୍ଭ ହେବାକୁ ଯାଉଛି।
ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରେଡିଓରେ ପ୍ରସାରିତ ହେଉଥିବା ‘ମନ୍ କୀ ବାତ୍’ରେ ଜଲଶକ୍ତି ଅଭିଯାନ ଜରିଆରେ ଜଳ ସଂରକ୍ଷଣ ପାଇଁ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ। ସ୍ୱଚ୍ଛ ଭାରତ ଅଭିଯାନ ଭଳି ପାଣି ସଂରକ୍ଷଣ ପାଇଁ ଅଭିଯାନକୁ ସଫଳ କରିବା ପାଇଁ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ମୋଦି।
ଦ୍ୱିତୀୟ ଥର ପାଇଁ ମୋଦି ସରକାର କ୍ଷମତାକୁ ଆସିବା ପରେ ଜଲଶକ୍ତି ମନ୍ତ୍ରଣାଳୟ କରିଛନ୍ତି। ପାଣି ସଂକ୍ରାନ୍ତ ସମସ୍ତ ବିବାଦର ସମାଧାନ ଏହି ମନ୍ତ୍ରଣାଳୟ କରିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।
National
୨୬ରେ ଶପଥ ନେବେ ହେମନ୍ତ ସୋରେନ୍
ଆଜି ଅପରାହ୍ନ ୪ଟାରେ ହେମନ୍ତ ସୋରେନ୍ ରାଜଭବନ ଯାଇ ରାଜ୍ୟପାଳଙ୍କୁ ନିଜ ଇସ୍ତଫାପତ୍ର ଦେବେ। ଏହା ପରେ ପୁନର୍ବାର ସରକାର ଗଠନ ପାଇଁ ଦାବି କରିବେ।
National
ମାୟାବତୀଙ୍କ ବଡ଼ ଘୋଷଣା: ଆଉ କୌଣସି ଉପନିର୍ବାଚନ ଲଢ଼ିବନି ବିଏସ୍ପି
ଉତ୍ତରପ୍ରେଦଶର ୯ଟି ବିଧାନସଭା ଆସନରୁ ଗୋଟିଏରେ ବି ଜିତି ପାରି ନାହିଁ ବିଏସ୍ପି। ବିଜେପି ୬ଟି ଆସନ ଜିତିଛି। ଏହା ବ୍ୟତୀତ ସମାଜବାଦୀ ପାର୍ଟି ଦୁଇଟି ଆସନରେ ଏବଂ ଗୋଟିଏ ଆସନରେ ଆରଏଲଡି ବିଜୟୀ ହୋଇଛି।