ନୂଆଦିଲ୍ଲୀ: ପ୍ୟାରିସରେ ହେବାକୁ ଥିବା ମହାସମ୍ମିଳନୀ ପୂର୍ବରୁ ଜଳବାୟୁ ପରିବର୍ତ୍ତନ ଉପରେ ଭାରତ ତା’ର ରୋଡମ୍ୟାପ୍ ଘୋଷଣା କରିଛି। ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଆଜି ଔପଚାରିକ ରୂପରେ ଏହା ଘୋଷଣା କରିଛନ୍ତି। ୨୦୩୦ ସୁଦ୍ଧା ଅଙ୍ଗାରକାମ୍ଲକୁ ୩୩ରୁ ୩୫ ପ୍ରତିଶତ ହ୍ରାସ କରିବାକୁ ଭାରତ ସରକାର ଘୋଷଣା କରିଛନ୍ତି। ଏହାବ୍ୟତୀତ ୨୦୩୦ ସୁଦ୍ଧା ବିଜୁଳି ଉତ୍ପାଦନରେ ୪୦ ପ୍ରତିଶତ ଅଙ୍ଗାରକାମ୍ଲ ବିହୀନ ଇନ୍ଧନ ବ୍ୟବହାର କରାଯିବ। ଭାରତ ପୂର୍ବରୁ ନିଷ୍ପତ୍ତି ନେଇଥିଲା ଯେ, ୨୦୨୨ ଭିତରେ ୧ ଲକ୍ଷ ୭୫ ହଜାର ମେଗାୱାଟ୍ ବିଜୁଳି ସୌରଶକ୍ତି ଓ ପବନଶକ୍ତିରୁ ଉତ୍ପାଦନ କରିବ।
ସୂଚନାଯୋଗ୍ୟ, ଚଳିତବର୍ଷ ଜଳବାୟୁ ପରିବର୍ତ୍ତନର ମହାସମ୍ମିଳନୀ ଫ୍ରାନ୍ସର ରାଜଧାନୀ ପ୍ୟାରିସରେ ଅନୁଷ୍ଠିତ ହେବ। ଆମେରିକା, ଚୀନ,ୟୁରୋପିୟାନ୍ ୟୁନିୟନ୍ ପରି ଦେଶ ଗୁଡିକ ପୂର୍ବରୁ ରୋଡମ୍ୟାପ୍ ଘୋଷଣା କରିସାରିଛି। ଅନ୍ୟ ଦେଶ ମାନଙ୍କ ତୁଳନାରେ ଭାରତର ରୋଡ ମ୍ୟାପ ଅଧିକ ଶକ୍ତିଶାଳୀ ମନେ ହେଉଥିବା କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।