ଜମ୍ମୁ: ଜମ୍ମୁ-କାଶ୍ମୀରର କିସ୍ତୱାଡରେ ୩ ଯୁବକଙ୍କ ଗିରଫଦାରୀ ପରେ ପଥର ମାଡ଼ କାରଣରୁ ଏଠାରେ ଉତ୍ତେଜନା ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଆଜି ପୁଣି ଥରେ ଏଠାରେ କର୍ଫ୍ୟୁ ଜାରି କରିଛି।
ଜଣେ ପୋଲିସ୍ ଅଧିକାରୀ କହିଛନ୍ତି,”କିସ୍ତୱାଡ ଓ ଏହାର ଆଖପାଖ ଅଞ୍ଚଳରେ ଆଜି ଭୋର ୪ଟାରେ କର୍ଫ୍ୟୁ ଲଗା ଯାଇଛି। ଶନିବାର ରାତିରେ କିସ୍ତୱାଡରେ ଶାନ୍ତି ଭଙ୍ଗ କରିବାକୁ ଚେଷ୍ଟା କରୁଥିବା ୩ ଜଣ ଯୁବକଙ୍କୁ ପୋଲିସ୍ ଗିରଫ କରିଥିଲା। ଏହି ୩ ଯୁବକଙ୍କୁ ଗିରଫ କରିବା ପରେ ଏହି ସ୍ଥାନୀୟ ଲୋକେ ସୁରକ୍ଷାକର୍ମୀଙ୍କ ଉପରକୁ ପଥରମାଡ଼ କରିଥିଲେ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୨୪ ଘଣ୍ଟା ଭିତରେ ମାରିଦେବୁ, ସାଂସଦଙ୍କୁ ପୁଣି ହତ୍ୟା ଧମକ
ଏହି ଧମକପୂର୍ଣ୍ଣ ମେସେଜ ମିଳିବା ପରେ ପୂର୍ଣ୍ଣିଆରେ ସାଂସଦଙ୍କ ବାସଭବନର ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି।
Viral
ମଦ ପିଇଥିବାରୁ ବରଯାତ୍ରୀଙ୍କୁ ଚିହ୍ନି ପାରିଲେନି, ଖୁଣ୍ଟିରେ ବାନ୍ଧି ପ୍ରବଳ ପିଟିଲେ ଗାଁ ଲୋକ
ବରଯାତ୍ରୀରେ ମଦପିଇ ଯିବା ଜଣେ ବ୍ୟକ୍ତିଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି।
National
ବାଂଲାଦେଶୀଙ୍କ ଚିକିତ୍ସା କରିବୁନି, ମନା କଲେ ଡାକ୍ତର
କୋଲକାତାର ଉତ୍ତର ଭାଗରେ ଥିବା ମାଣିକତଲାରେ ଅବସ୍ଥିତ ଜେଏନ୍ ରେ ହସ୍ପିଟାଲ୍ର ଡାକ୍ତରମାନେ ବାଂଲାଦେଶୀ ରୋଗୀଙ୍କୁ ଚିକିତ୍ସା ଯୋଗାଇବାକୁ ମନା କରି ଦେଇଛନ୍ତି।
National
ରେଲଓ୍ୱେ ଷ୍ଟେସନରେ ଲାଗିଲା ନିଆଁ, ଜଳିଗଲା ୨୦୦ ବାଇକ୍
ରେଲଓ୍ୱେ ଷ୍ଟେସନର ପ୍ଲାଟଫର୍ମ ନମ୍ବର-୧ରେ ଥିବା ପାର୍କିଂରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ହଠାତ୍ ସର୍ଟ ସର୍କିଟ ଯୋଗୁ ଏହି ନିଆଁ ଲାଗିଥିବା ସୂଚନା ମିଳିଛି।