ଜମ୍ମୁ ଓ କାଶ୍ମୀର: ଯବାନଙ୍କ ଗୁଳିରେ ୪ ଆତଙ୍କୀ ନିହତ

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର କୁପୱାଡ଼ା ଜିଲ୍ଲାରେ ନିୟନ୍ତ୍ରଣରେଖା (ଏଲ୍‌ଓସି) ନିକଟସ୍ଥ ନୌଗାଁଓ ସେକ୍ଟରରେ ଆଜି ସକାଳେ ଯବାନଙ୍କ ସହ ଗୁଳି ବିନିମୟରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଆତଙ୍କବାଦୀମାନେ ଭାରତୀୟ ସୀମା ମଧ୍ୟକୁ ପ୍ରବେଶ କରିବାକୁ ଉଦ୍ୟମ କଲା ବେଳେ ଗୁଳି ଚଳାଇଥିଲେ। ତେବେ ଭାରତୀୟ ଯବାନଙ୍କ ପାଲଟା ଆକ୍ରମଣରେ ୪ ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ରାଜ୍ୟର ବାରାମୂଲା ଜିଲ୍ଲାର ତଙ୍ଗମାର୍ଗ ଅଞ୍ଚଳରେ ମଧ୍ୟ ଆଜି ଆତଙ୍କବାଦୀ ଓ ସୁରକ୍ଷାକର୍ମଚାରୀଙ୍କ ମଧ୍ୟରେ […]

army

army

Rakesh Mallick
  • Published: Friday, 27 May 2016
  • Updated: 27 May 2016, 05:17 AM IST

Sports

Latest News

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର କୁପୱାଡ଼ା ଜିଲ୍ଲାରେ ନିୟନ୍ତ୍ରଣରେଖା (ଏଲ୍‌ଓସି) ନିକଟସ୍ଥ ନୌଗାଁଓ ସେକ୍ଟରରେ ଆଜି ସକାଳେ ଯବାନଙ୍କ ସହ ଗୁଳି ବିନିମୟରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଆତଙ୍କବାଦୀମାନେ ଭାରତୀୟ ସୀମା ମଧ୍ୟକୁ ପ୍ରବେଶ କରିବାକୁ ଉଦ୍ୟମ କଲା ବେଳେ ଗୁଳି ଚଳାଇଥିଲେ। ତେବେ ଭାରତୀୟ ଯବାନଙ୍କ ପାଲଟା ଆକ୍ରମଣରେ ୪ ଜଣ ଆତଙ୍କବାଦୀ ନିହତ ହୋଇଥିଲେ।

ରାଜ୍ୟର ବାରାମୂଲା ଜିଲ୍ଲାର ତଙ୍ଗମାର୍ଗ ଅଞ୍ଚଳରେ ମଧ୍ୟ ଆଜି ଆତଙ୍କବାଦୀ ଓ ସୁରକ୍ଷାକର୍ମଚାରୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସେଠାରେ ସର୍ଚ୍ଚ ଅପରେସନ୍ ବେଳେ ଆତଙ୍କବାଦୀମାନେ ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଫଳରେ ଯବାନମାନେ ପାଲଟା ଗୁଳି ଚାଳନା କରିଥିଲେ। ଯବାନଙ୍କ ପକ୍ଷରୁ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story