ଶ୍ରୀନଗର: ଜମ୍ମୁ କଶ୍ମୀରର ଏଲଓସି ଏବଂ ମେଣ୍ଡର-ପୁଞ୍ଚରେ ୧୩ ଆତଙ୍କୀକୁ ନିପାତ କରିଛନ୍ତି ଯବାନ। ମେଣ୍ଡର, ଏଲଓସିରେ ୧୦ ଯବାନ ନିପାତ ହୋଇଥିବାବେଳେ ଅପରାହ୍ନରେ ରଜୋରୀ ଜିଲ୍ଲାର ସୀମାରେ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିବା ତିନି ଜଣ ଆତଙ୍କବାଦୀ ନିପାତ ହୋଇଥିଲେ। ମୋଟ୍ ୧୩ ଆତଙ୍କବାଦୀକୁ ୧୨ ଘଣ୍ଟା ମଧ୍ୟରେ ନିପାତ କରିବାରେ ସଫଳ ହୋଇଛନ୍ତି ଯବାନ।
ଜଣେ ସେନା ଅଧିକାରୀ କହିଛନ୍ତି, ମେ’ ୨୮ରେ ସେନାକୁ ଆଲର୍ଟ କରି ରଖାଯାଇଥିଲା। ଆତଙ୍କବାଦୀ ଆକ୍ରମଣର ଆଶଙ୍କା ଥିବାରୁ ଏଭଳି ସତର୍କ ସୂଚନା ଆଗୁଆ ଦିଆଯାଇଥିଲା। ମେଣ୍ଡର ଏବଂ ଏଲଓସିରେ ୧୦ ଆତଙ୍କବାଦୀ ଆଜି ନିପାତ ହୋଇଛନ୍ତି। ପୁଞ୍ଚ ସେକ୍ଟରରେ ଆତଙ୍କବାଦୀ ଲୁଚିଥିବା ଜଣାପଡ଼ିଛି। ସେନା ଏବେ ସଂପୃକ୍ତ ସ୍ଥାନରେ ସର୍ଚ୍ଚ ଅପରେସନ ଜାରି କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।
Politics
ପ୍ରଦୀପ କହିଦେଲେ ନବୀନ ଓ ପାଣ୍ଡିଆନଙ୍କ ଭିତିରି କଥା
କେତେ ପ୍ରତିଶୋଧ ପରାୟଣ ନବୀନ ବାବୁ ? କେମିତି ତାଙ୍କ ପରିବାର ଓ ତାଙ୍କୁ ହଇରାଣ କରିଥିଲେ ?
Politics
ହଂସିତାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।