ପୁଲ୍ୱାମା: ଫେବୃଆରୀ ୧୪ ପୁଲ୍ୱାମା ଆତଙ୍କୀ ହମ୍ଲାକୁ ବର୍ଷେ ପୁରିବାକୁ ଆଉ ଅଳ୍ପ ଦିନ ବାକି ଅଛି। ଆତଙ୍କବାଦୀଙ୍କ ବର୍ବରକାଣ୍ଡ ପୁଣି ସକ୍ରିୟ ହୋଇଉଠିଛି। ଆଜି ସେହି ପୁଲ୍ୱାମାରେ ହିଁ ଏଭଳି ଏକ ଆତଙ୍କବାଦୀ ହମ୍ଲାରେ ଜଣେ ସାଧାରଣ ନାଗରିକଙ୍କର ମୃତ୍ୟୁ ଘଟିଛି। ପୁଲ୍ୱାମାର ତ୍ରାଲ ଅଞ୍ଚଳରେ ଏଭଳି ଘଟିଛି।
ମୃତକ ଜଣକ ୫୫ ବର୍ଷ ବୟସ୍କ ଗୁଲାମ୍ ନବୀ ମିର ବୋଲି ଜଣାପଡ଼ିଛି। ବୃତ୍ତିରେ କଣ୍ଟ୍ରାକ୍ଟର ଗୁଲାମ୍ଙ୍କୁ ତାଙ୍କ ଘର ସାମ୍ନାରେ ହିଁ ସନ୍ଧ୍ୟା ୭ଟାରେ ହତ୍ୟା କରିଛନ୍ତି।
ଗୁଲାମ୍ଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଏଥିପାଇଁ କୌଣସି ଆତଙ୍କୀ ସଂଗଠନ ନିଜକୁ ଦାୟୀ କରିନାହାନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଭୋଟିଂ ବେଳେ ହଙ୍ଗାମା, ପୁଲିସ ଉପରକୁ ପଥରମାଡ଼
ଉପ-ନିର୍ବାଚନ ବେଳେ ଉତ୍ତେଜନା। ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୂରା ଅଞ୍ଚଳରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।
National
କଲବଲ କରୁଛି ପ୍ରଦୂଷଣ: ଓ୍ୱାର୍କ ଫ୍ରମ୍ ହୋମ୍ ଲାଗୁ, ଅଫିସ୍ ଆସିବେ ୫୦% କର୍ମଚାରୀ
ବାୟରୁ ଗୁଣବତ୍ତା ୫୦୦ ପାର୍ କରିଛି। ଥଣ୍ଡା ଯେତିକି ବଢୁଛି ସେହି ହିସାବରେ ଦିଲ୍ଲୀର ବାୟୁ ବିଷାକ୍ତ ହୋଇ ଚାଲିଛି। ବିଷାକ୍ତ ବାୟୁ ଯୋଗୁ ଲେକଙ୍କ ସ୍ୱାସ୍ଥ୍ୟ ମଧ୍ୟ ଖରାପ ହେବାରେ ଲାଗିଛି।
National
ବିବାହ ଉତ୍ସବରେ ଟଙ୍କା ବର୍ଷା; ଜେସିବି ଓ ଛାତ ଉପରୁ ଉଡ଼ାଇଦେଲେ ୨୦ ଲକ୍ଷ
ବର ପକ୍ଷର ବନ୍ଧୁ ପରିଜନ ଛାତ ଉପରେ ତଥା ଏକ ଜେସିବି ଉପରେ ଚଢ଼ି ପ୍ରାୟ ୨୦ ଲକ୍ଷ ଟଙ୍କା ଉଡ଼ାଇଥିବା ଜଣାଯାଇଛି।
National
ମଦ ଭାବି ପିଇ ଦେଲେ ଟଏଲେଟ୍ କ୍ଲିନର୍, ଚାଲିଗଲା ଜୀବନ
କାଚ ବୋତଲରେ ରଖାଯାଇଥିବା ଟଏଲେଟ୍ କ୍ଲିନର୍କୁ ମଦ ଭାବି ଜଣେ ୬୭ ବର୍ଷୀୟ ବୃଦ୍ଧ ପିଇବା ପରେ ତାଙ୍କର ମୃତ୍ୟୁ ହୋଇଛି।
National
ଦୁଇ ଟ୍ରକ୍ ଓ ବସ୍ ମଧ୍ୟରେ ଦୁର୍ଘଟଣା; ଚାଲିଗଲା ୨ ଜୀବନ, ୨୦ ଗୁରୁତର
ଏକ ବସ୍ ଓ ଦୁଇଟି ଟ୍ରକ୍ ମଧ୍ୟରେ ଧକ୍କା ହେବାରୁ ଉଭୟ ଗାଡ଼ିର ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ପ୍ରାୟ ୨୦ ଜଣରୁ ଊର୍ଦ୍ଧ୍ୱ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।