ଜମ୍ମୁ: ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କୀ ନିହତ

ଜମ୍ମୁ: ଜାମ୍ମୁ-କାଶ୍ମୀରର ବାନ୍ଦୀପୁରାରେ ଆଜି ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ  ମଧ୍ୟରେ ଗୁଳିବିନିମୟରେ ଦୁଇ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ପରେ ସେନା ପକ୍ଷରୁ ସେହି ଅଞ୍ଚଳରେ କମ୍ବିଂ ଅପରେସନ କରାଯାଇଛି। ସୀମାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ହଂଜନ ଗାଁରେ ରିହାୟସୀ ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ସୁରକ୍ଷାକର୍ମୀମାନେ ସୂଚନା ପାଇ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍‌ କରିଥିଲେ। ପରେ ଉଭୟପଟୁ ଗୁଳି ବିନିମୟ ହୋଇଥିଲା।

jammu-kashmir

jammu-kashmir

Rakesh Mallick
  • Published: Tuesday, 22 November 2016
  • Updated: 22 November 2016, 01:56 PM IST

Sports

Latest News

ଜମ୍ମୁ: ଜାମ୍ମୁ-କାଶ୍ମୀରର ବାନ୍ଦୀପୁରାରେ ଆଜି ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ  ମଧ୍ୟରେ ଗୁଳିବିନିମୟରେ ଦୁଇ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ପରେ ସେନା ପକ୍ଷରୁ ସେହି ଅଞ୍ଚଳରେ କମ୍ବିଂ ଅପରେସନ କରାଯାଇଛି। ସୀମାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ହଂଜନ ଗାଁରେ ରିହାୟସୀ ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ସୁରକ୍ଷାକର୍ମୀମାନେ ସୂଚନା ପାଇ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍‌ କରିଥିଲେ। ପରେ ଉଭୟପଟୁ ଗୁଳି ବିନିମୟ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story