ଜମ୍ମୁ-କାଶ୍ମୀର: ଏନକାଉଣ୍ଟରରେ ୨ ଆତଙ୍କୀ ନିହତ

ଶ୍ରୀନଗର: ଜମ୍ମୁ-କାଶ୍ମୀରର କୁପୱାଡ଼ା ଜିଲ୍ଲାରେ ଆଜି ସକାଳେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଦୁଇ ଜଣ ଆତଙ୍କୀ ନିହତ ହୋଇଛନ୍ତି। ସୀମା ପାର ହୋଇ ୨ଜଣ ଆତଙ୍କବାଦୀ ଲୋଲାବ ଅଞ୍ଚଳରେ ଲୁଚି ଥିବା ନେଇ କୌଣସି ସୂତ୍ରରୁ ସୂଚନା ପାଇଥିଲେ ସୁରକ୍ଷାକର୍ମୀମାନେ। ଏହା ପରେ ସେମାନେ ଉକ୍ତ ଅଞ୍ଚଳକୁ ସିଲ୍ କରି ଅପରେସନ୍ ଆରମ୍ଭ କରିଥିଲେ। ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳିବିନିମୟ ହୋଇଥିଲା। ଏଥିରେ ୨ ଜଣ ଆତଙ୍କ […]

army

army

Rakesh Mallick
  • Published: Thursday, 21 April 2016
  • Updated: 21 April 2016, 09:11 AM IST

Sports

Latest News

ଶ୍ରୀନଗର: ଜମ୍ମୁ-କାଶ୍ମୀରର କୁପୱାଡ଼ା ଜିଲ୍ଲାରେ ଆଜି ସକାଳେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଦୁଇ ଜଣ ଆତଙ୍କୀ ନିହତ ହୋଇଛନ୍ତି।

ସୀମା ପାର ହୋଇ ୨ଜଣ ଆତଙ୍କବାଦୀ ଲୋଲାବ ଅଞ୍ଚଳରେ ଲୁଚି ଥିବା ନେଇ କୌଣସି ସୂତ୍ରରୁ ସୂଚନା ପାଇଥିଲେ ସୁରକ୍ଷାକର୍ମୀମାନେ। ଏହା ପରେ ସେମାନେ ଉକ୍ତ ଅଞ୍ଚଳକୁ ସିଲ୍ କରି ଅପରେସନ୍ ଆରମ୍ଭ କରିଥିଲେ। ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳିବିନିମୟ ହୋଇଥିଲା। ଏଥିରେ ୨ ଜଣ ଆତଙ୍କ ପ୍ରାଣ ହରାଇଛନ୍ତି।

ଆହୁରି ୪ ଜଣ ଆତଙ୍କବାଦୀ ଉକ୍ତ ଅଞ୍ଚଳରେ ଲୁଚି ଥିବା ନେଇ ସୂଚନା ରହିଥିବାରୁ ସୁରକ୍ଷାକର୍ମୀମାନେ ସେଠାରେ ସର୍ଚ୍ଚ ଅପରେସନ୍ ଜାରି ରଖିଛନ୍ତି।

ଏହି ଘଟଣାପରେ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story