ଉଧାମପୁର: ଜମ୍ମୁ ଓ କାଶ୍ମୀରର ଉଧାମପୁର ଜିଲ୍ଲାରେ ଆଜି ଏକ ବସ୍ ଘାଟି ତଳକୁ ଖସି ଯିବାରୁ ୨୧ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଆଉ ୩୦ ଜଣ ଆହତ ଅଛନ୍ତି। ଆହତଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଏଣୁ ମୃତକଙ୍କ ସଖ୍ୟା ବଢ଼ିପାରେ ବୋଲି ଆଶାଙ୍କା କରାଯାଉଛି। ବସଟି ଲତ୍ତିରୁ ଉଧାମପୁର ଅଭିମୁଖେ ଯାଉଥିଲା। ଆହତମାନଙ୍କୁ ଉଦ୍ଧାର କରାଯାଇ ହେଲିକପ୍ଟର ଯୋଗେ ନିଆଯାଇ ଜମ୍ମୁର ସରକାରୀ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା।
ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଦୁର୍ଘଟଣା ସଂପର୍କରେ ସୂଚନା ପାଇବା ପରେ ପ୍ରଧାନମନ୍ତ୍ରୀ ଏ ନେଇ ସବିଶେଷ ରିପୋର୍ଟ ମାଗିଥିଲେ। କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ ତାଙ୍କୁ ସମସ୍ତ ସୂଚନା ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପଶ୍ଚିମବଙ୍ଗରେ ହିଂସା, କର୍ଫ୍ୟୁ ଲାଗୁ, ଇଣ୍ଟରନେଟ୍ ସେବା ବନ୍ଦ
ଏହି ମାମଲାରେ ପୁଲିସ ୧୫ ଜଣଙ୍କୁ ଗିରଫ କରିଛି।
National
ଭୟଙ୍କର ବାୟୁ ପ୍ରଦୂଷଣ, ସ୍କୁଲ ବନ୍ଦ, GRPA 4 ଲାଗୁ
ଶିଶୁ, ବରିଷ୍ଠ ନାଗରିକ ଏବଂ ହୃଦରୋଗ ଓ ଶ୍ୱାସ ଜନିତ ସମସ୍ୟା ଥିବା ରୋଗୀଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି।
National
ଦିଲ୍ଲୀ ବାୟୁର ମାନ 'ସିଭିୟର ପ୍ଲସ୍', ସୋମବାରଠୁ ଅନଲାଇନ୍ କ୍ଲାସ୍
ଦିଲ୍ଲୀରେ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ୪୫୭ ସ୍ତରରେ ପହଞ୍ଚିଛି। ଯେଉଁଥିପାଇଁ ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ସୋମବାର ସକାଳ ୮ଟାରୁ ଦିଲ୍ଲୀ ଏନସିଆରରେ GRAP-4 କାର୍ଯ୍ୟକାରୀ କରିବାକୁ ଘୋଷଣା କରିଛି।
Crime
ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବାରୁ ଅଢ଼େଇ ଲକ୍ଷ ଫାଇନ, ଲାଇସେନ୍ସ ରଦ୍ଦ
ଥ୍ରିସୁର ମେଡିକାଲ କଲେଜକୁ ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସକୁ ରାସ୍ତା ଛାଡ଼ିନଥିଲେ କାର ଚାଳକ। ସୋଶାଲ ମିଡିଆରେ ଭାଇରାଲ ହେଉଛି ଭିଡିଓ।
National
'ପରିସ୍ଥିତି ସୁଧାରିବାରେ ବିଫଳ'; ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି
ମଣିପୁରରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ନେତୃତ୍ୱରେ ବିଜେପି ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଥିବା ଅଭିଯୋଗ କରିଛି ଏନପିପି।