ଆତଙ୍କବାଦୀ ଆକ୍ରମଣରେ ୩ ଯବାନ ସହିଦ୍‌

ଜମ୍ମୁ: ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀଙ୍କ ଆକ୍ରମଣରେ ୩ ଜଣ ଯବାନ ସହିଦ ହୋଇଛନ୍ତି। ଅନ୍ୟ ୪ ଜଣ ଯବାନ ଓ ଜଣେ ମହିଳା ଆହତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୋଫିଆନ ଜିଲ୍ଲାରେ ଗତକାଲି ରାତି ସାଢ଼େ ଦୁଇଟା ବେଳେ ଯବାନମାନେ ଏକ ଅପରେସନ ସାରି ଫେରୁଥିବା ବେଳେ ସେନା ଗାଡି ଉପରକୁ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ସେନାଙ୍କ ପକ୍ଷରୁ ମଧ୍ୟ ଜବାବ ଦିଆଯାଇଥିଲା। ମାତ୍ର ଆତଙ୍କବାଦୀମାନେ ଖସି ପଳାଇବାକୁ ସକ୍ଷମ ହୋଇଥିଲେ।

shopian-attack

Rakesh Mallick
  • Published: Thursday, 23 February 2017
  • , Updated: 23 February 2017, 02:16 PM IST

ଜମ୍ମୁ: ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀଙ୍କ ଆକ୍ରମଣରେ ୩ ଜଣ ଯବାନ ସହିଦ ହୋଇଛନ୍ତି। ଅନ୍ୟ ୪ ଜଣ ଯବାନ ଓ ଜଣେ ମହିଳା ଆହତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୋଫିଆନ ଜିଲ୍ଲାରେ ଗତକାଲି ରାତି ସାଢ଼େ ଦୁଇଟା ବେଳେ ଯବାନମାନେ ଏକ ଅପରେସନ ସାରି ଫେରୁଥିବା ବେଳେ ସେନା ଗାଡି ଉପରକୁ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ସେନାଙ୍କ ପକ୍ଷରୁ ମଧ୍ୟ ଜବାବ ଦିଆଯାଇଥିଲା। ମାତ୍ର ଆତଙ୍କବାଦୀମାନେ ଖସି ପଳାଇବାକୁ ସକ୍ଷମ ହୋଇଥିଲେ।

Related story