ଜାମ୍ମୁ : କୁପୱାଡାରେ ଗୁଳିବିନିମୟ, ଜଣେ ଯବାନ ଶହୀଦ

ଜାମ୍ମୁ: ଜାମ୍ମୁ ଓ କାଶ୍ମୀରର କୁପୱାଡା ଜିଲ୍ଲାର ନିୟନ୍ତ୍ରଣ ରେଖା ନିକଟରେ  ଆତଙ୍କବାଦୀମାନେ ଅନୁପ୍ରବେଶ କରିବାକୁ ଉଦ୍ୟମ କଲା ବେଳେ ଗୁଳିବିନିମୟ ଘଟି ଜଣେ ଯବାନ ଶହୀଦ ହୋଇଛନ୍ତି। ପ୍ରତିରକ୍ଷା ମନ୍ତ୍ରାଣାଳୟ ପକ୍ଷରୁ କୁହାଯାଇଛି, ପାକିସ୍ତାନୀ ଆତଙ୍କବାଦୀମାନେ ନିୟନ୍ତ୍ରଣ ରେଖା ଦେଇ ଦେଶ ଭିତରକୁ ପ୍ରବେଶ  କରିବା ପାଇଁ ଚେଷ୍ଟା କରୁଥିଲେ। ସୁରକ୍ଷାକର୍ମୀମାନେ କୌଣସି ସୂତ୍ରରୁ ଖବର ପାଇଥିଲେ। ସୁରକ୍ଷାକର୍ମୀ ସେହି ଅଞ୍ଚଳରେ ସର୍ଚ୍ଚ ଅପେରସନ କରିଥିଲେ। ଏହି ଘଟଣା ପରେ ସୀମାରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ […]

encount

encount

Rakesh Mallick
  • Published: Monday, 11 July 2016
  • Updated: 11 July 2016, 06:05 PM IST

Sports

Latest News

ଜାମ୍ମୁ: ଜାମ୍ମୁ ଓ କାଶ୍ମୀରର କୁପୱାଡା ଜିଲ୍ଲାର ନିୟନ୍ତ୍ରଣ ରେଖା ନିକଟରେ  ଆତଙ୍କବାଦୀମାନେ ଅନୁପ୍ରବେଶ କରିବାକୁ ଉଦ୍ୟମ କଲା ବେଳେ ଗୁଳିବିନିମୟ ଘଟି ଜଣେ ଯବାନ ଶହୀଦ ହୋଇଛନ୍ତି।

ପ୍ରତିରକ୍ଷା ମନ୍ତ୍ରାଣାଳୟ ପକ୍ଷରୁ କୁହାଯାଇଛି, ପାକିସ୍ତାନୀ ଆତଙ୍କବାଦୀମାନେ ନିୟନ୍ତ୍ରଣ ରେଖା ଦେଇ ଦେଶ ଭିତରକୁ ପ୍ରବେଶ  କରିବା ପାଇଁ ଚେଷ୍ଟା କରୁଥିଲେ। ସୁରକ୍ଷାକର୍ମୀମାନେ କୌଣସି ସୂତ୍ରରୁ ଖବର ପାଇଥିଲେ। ସୁରକ୍ଷାକର୍ମୀ ସେହି ଅଞ୍ଚଳରେ ସର୍ଚ୍ଚ ଅପେରସନ କରିଥିଲେ।

ଏହି ଘଟଣା ପରେ ସୀମାରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯିବା ସହ ପୂରା ଅଞ୍ଚଳରେ ସର୍ଚ୍ଚ ଅପରେସନ କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos