ପାମ୍ପୋର: ଇଡିଆଇ କୋଠାରେ ଗୁଳିମାଡ଼, ଜଣେ ଯବାନ ଆହତ

ଜମ୍ମୁ: ଶ୍ରୀନଗର ପାମ୍ପୋର ସ୍ଥିତ ଏଣ୍ଟରପ୍ରିନ୍ୟୁୟର୍‌ ଡେଭଲମେଣ୍ଟ ଇନ୍‌ଷ୍ଟିଚ୍ୟୁଟ୍‌ (ଇଡିଆଇ)କୋଠାରେ ଆଜି ସକାଳେ ଗୁଳିମାଡ଼ ହୋଇଛି। ଏହାପରେ କୋଠାଙ୍କୁ ଖାଲି କରି ଦିଆଯାଇଛି। ଏହି ଗୁଳିମାଡ଼ରେ ସେନାର ଜଣେ ଯବାନ ଆହତ ହୋଇଛନ୍ତି।  ଏହି କୋଠା ଭିତରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସେନା ଆଶଙ୍କା କରୁଛି।

କୋଠରେ ନିଆଁ ଲାଗି ଯାଇଥିବା କୁହାଯାଉଛି। ଘଟଣାସ୍ଥଳରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଗୁଳି ମାଡ଼ର କାରଣ ଜଣାପଡ଼ି ନାହିଁ।

ଆହୁରି ପଢ଼ନ୍ତୁ

ରିୟାଙ୍କ ପାଇଁ ବେଙ୍ଗଲି ଝିଅ ଓ ମହିଳାଙ୍କୁ ଟାର୍ଗେଟ, ତଦନ୍ତ ଆରମ୍ଭ କଲା କୋଲକାତା ପୁଲିସ୍‌

ଭୟଙ୍କର ଘଟଣା: ୧୩ ବର୍ଷର ଝିଅକୁ ଦୁଷ୍କର୍ମ ପରେ ଧାରୁଆ ଅସ୍ତ୍ରରେ ଆକ୍ରମଣ

ଦିଶାଙ୍କ ମୃତ୍ୟୁ ପରେ ସୁଶାନ୍ତଙ୍କଠାରୁ ଦୂରେଇ ଯାଇଥିଲେ ରିୟା, କିନ୍ତୁ କାହିଁକି?

କରୋନା ନେଲା ବରିଷ୍ଠ ସିପିଆଇଏମ ନେତାଙ୍କ ଜୀବନ

ସୁଶାନ୍ତଙ୍କୁ ମେଣ୍ଟାଲ ହସ୍ପିଟାଲରେ ଭର୍ତ୍ତି କରିବାକୁ ଚାହୁଁଥିଲେ ରିୟା, ୫ ଦିନରେ କରିଥିଲେ ୨୫ କଲ୍‌

ଭୟଙ୍କର ବର୍ଷାରେ ମୁମ୍ବାଇ ସ୍ଥିତି ଅସମ୍ଭାଳ, ୪୬ ବର୍ଷର ରେକର୍ଡ ଭାଙ୍ଗିଲା କୋଲାବା

ପୁଣି ଚାଇନାକୁ ଜାତିସଂଘରେ ଦୃଢ଼ ଜବାବ ଦେଲା ଭାରତ

ଭାରତୀୟ ସୀମାରେ ପଶି ଯାଇଥିଲା ଚାଇନା, ତଥ୍ୟ ପ୍ରକାଶ କରି ଡିଲିଟ କରିଦେଲା ପ୍ରତିରକ୍ଷା ମନ୍ତ୍ରଣାଳୟ

କାହିଁକି ଇସ୍ତଫା ଦେଲେ ଗିରୀଶ ମୁର୍ମୁ, ଜାଣନ୍ତୁ ପୂରା କାରଣ

କରୋନା ଟୀକାକୁ ନେଇ ଚେତନଙ୍କ ଭବିଷ୍ୟବାଣୀ!

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୫୬ ହଜାରରୁ ଅଧିକ ପଜିଟିଭ,୯୦୪ ମୃତ

ଜମ୍ମୁ-କଶ୍ମୀରରେ ପୁଣି ଜଣେ ବିଜେପି ନେତାଙ୍କ ହତ୍ୟା