ଜମ୍ମୁ-କାଶ୍ମୀର: ଆତଙ୍କବାଦୀଙ୍କ ସହ ଗୁଳିବିନିମୟରେ ଜଣେ ଯବାନ ଶହୀଦ

ଶ୍ରୀନଗର: ଜମ୍ମୁ-କାଶ୍ମୀରର କୁପୱା଼ଡା ଜିଲ୍ଲା ହଦୱାଡାର ରାଜବାର ଜଙ୍ଗଲରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟରେ ଜଣେ ଯବାନ ଶହୀଦ ହୋଇଛନ୍ତି। ମୃତ ଯବାନ ହେଲେ ୨୧ ରାଷ୍ଟ୍ରୀୟ ରାଇଫଲ୍‌ର ଓମ୍‌ଭିର।  ମଙ୍ଗଳବାର ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ଗୁଳିବିନିୟମରେ ଓମ୍‌ଭିର ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଆର୍ମୀ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ସୀମା ପାର ହୋଇ କିଛି ଆତଙ୍କବାଦୀ ରାଜବାର ଜଙ୍ଗଲରେ ପଶିଯାଇଥିବା ନେଇ ସୁରକ୍ଷାକର୍ମୀମାନେ କୌଣସି ସୂତ୍ରରୁ ସୂଚନା ପାଇଥିଲେ […]

handwara_

handwara_

Rakesh Mallick
  • Published: Wednesday, 11 May 2016
  • Updated: 11 May 2016, 09:08 AM IST

Sports

Latest News

ଶ୍ରୀନଗର: ଜମ୍ମୁ-କାଶ୍ମୀରର କୁପୱା଼ଡା ଜିଲ୍ଲା ହଦୱାଡାର ରାଜବାର ଜଙ୍ଗଲରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟରେ ଜଣେ ଯବାନ ଶହୀଦ ହୋଇଛନ୍ତି। ମୃତ ଯବାନ ହେଲେ ୨୧ ରାଷ୍ଟ୍ରୀୟ ରାଇଫଲ୍‌ର ଓମ୍‌ଭିର।

 ମଙ୍ଗଳବାର ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ଗୁଳିବିନିୟମରେ ଓମ୍‌ଭିର ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଆର୍ମୀ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା।

ସୀମା ପାର ହୋଇ କିଛି ଆତଙ୍କବାଦୀ ରାଜବାର ଜଙ୍ଗଲରେ ପଶିଯାଇଥିବା ନେଇ ସୁରକ୍ଷାକର୍ମୀମାନେ କୌଣସି ସୂତ୍ରରୁ ସୂଚନା ପାଇଥିଲେ । ଏହାପରେ ସେମାନେ ଉକ୍ତ ଅଞ୍ଚଳକୁ ସିଲ୍ କରି ଅପରେସନ୍ ଆରମ୍ଭ କରିଦେଇଥିଲେ। ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳିବିନିମୟ ହୋଇଥିଲା।

ଉକ୍ତ ଅଞ୍ଚଳରେ ୩ରୁ ୪ ଜଣ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ସୁରକ୍ଷାକର୍ମୀମାନେ ସେଠାରେ ସର୍ଚ୍ଚ ଅପରେସନ୍ ଜାରି ରଖିଛନ୍ତି।

 ଏହି ଘଟଣା ପରେ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି।

 ମଙ୍ଗଳବାର ସଂଧ୍ୟା ଠାରୁ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story