ଜାମ୍ମୁ: ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

ଜାମ୍ମୁ: ଉତ୍ତର କାଶ୍ମୀରର ଓରୀ ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।  ଉତ୍ତର କାଶ୍ମୀରର ଓରୀ ଅଞ୍ଚଳରେ ଆତଙ୍କବାଦୀମାନେ ଅନୁପ୍ରବେଶ କରିବାକୁ ଉଦ୍ୟମ କଲା ବେଳେ ନିୟନ୍ତ୍ରଣ ରେଖା ନିକଟରେ ଗୁଳିବିନିମୟ ଘଟି ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିଲା। ଆତଙ୍କବାଦୀମାନେ ନିୟନ୍ତ୍ରଣ ରେଖା ନିକଟରେ ଲୁଚି ଥିବା ସୁରକ୍ଷାକର୍ମୀମାନେ କୌଣସି ସୂତ୍ରରୁ ଖବର ପାଇଥିଲେ। ସୁରକ୍ଷାକର୍ମୀ ସେହି ଅଞ୍ଚଳରେ ସର୍ଚ୍ଚ ଅପେରସନ କରିଥିଲେ। ଏହି ଘଟଣା […]

jamu

jamu

Rakesh Mallick
  • Published: Sunday, 26 June 2016
  • Updated: 26 June 2016, 02:36 PM IST

Sports

Latest News

ଜାମ୍ମୁ: ଉତ୍ତର କାଶ୍ମୀରର ଓରୀ ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।  ଉତ୍ତର କାଶ୍ମୀରର ଓରୀ ଅଞ୍ଚଳରେ ଆତଙ୍କବାଦୀମାନେ ଅନୁପ୍ରବେଶ କରିବାକୁ ଉଦ୍ୟମ କଲା ବେଳେ ନିୟନ୍ତ୍ରଣ ରେଖା ନିକଟରେ ଗୁଳିବିନିମୟ ଘଟି ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିଲା।

ଆତଙ୍କବାଦୀମାନେ ନିୟନ୍ତ୍ରଣ ରେଖା ନିକଟରେ ଲୁଚି ଥିବା ସୁରକ୍ଷାକର୍ମୀମାନେ କୌଣସି ସୂତ୍ରରୁ ଖବର ପାଇଥିଲେ। ସୁରକ୍ଷାକର୍ମୀ ସେହି ଅଞ୍ଚଳରେ ସର୍ଚ୍ଚ ଅପେରସନ କରିଥିଲେ।

ଏହି ଘଟଣା ପରେ ସୀମାରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯିବା ସହ ପୂରା ଅଞ୍ଚଳରେ ସର୍ଚ୍ଚ ଅପରେସନ କରାଯାଉଛି।

ଏହା ପୂର୍ବରୁ ପମ୍ପୋର ଅଞ୍ଚଳରେ ସିଆରପିଏଫ କ୍ୟାମ୍ପ ଉପରକୁ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ଏଥିରେ ୮ଜଣ ଯବାନ ଶହିଦ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story