ସୀମାରେ ପାକ୍‌ର ଗୁଳିବର୍ଷା, ଯବାନ ସହିଦ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ରଜୌରୀ ସ୍ଥିତ ଅନ୍ତର୍ଜାତୀୟ ନିୟନ୍ତ୍ରଣ ରେଖା ନିକଟରେ କ୍ରମାଗତ ଦ୍ୱିତୀୟ ଦିନ ପାକିସ୍ତାନ ସେନା ପକ୍ଷରୁ ଗୁଳିମାଡ଼ କରାଯାଇଛି। ଆଜି ପାକ୍‌ ସେନାର ଗୁଳିମାଡ଼ରେ ଜଣେ ଯବାନ ସହିଦ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଭାରତ ପକ୍ଷରୁ ମଧ୍ୟ ଏହାର କଡ଼ା ଜବାବ ଦିଆଯାଇଛି। ଆଜି ଭୋର ୫.୩୦ରେ ପାକ୍‌ ସେନା ପକ୍ଷରୁ ସୁନ୍ଦରବେନୀ ସେକ୍ଟର ନିକଟରେ ଅସ୍ତ୍ରବିରତି ଉଲ୍ଲଙ୍ଘନ କରାଯାଇଥିଲା। ସ୍ୱୟଂ ଚାଳିତ ବନ୍ଧୁକ ଓ ମୋର୍ଟାର ଦ୍ୱାରା […]

r

r

Hemant Lenka
  • Published: Monday, 18 March 2019
  • Updated: 18 March 2019, 05:13 PM IST

Sports

Latest News

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ରଜୌରୀ ସ୍ଥିତ ଅନ୍ତର୍ଜାତୀୟ ନିୟନ୍ତ୍ରଣ ରେଖା ନିକଟରେ କ୍ରମାଗତ ଦ୍ୱିତୀୟ ଦିନ ପାକିସ୍ତାନ ସେନା ପକ୍ଷରୁ ଗୁଳିମାଡ଼ କରାଯାଇଛି। ଆଜି ପାକ୍‌ ସେନାର ଗୁଳିମାଡ଼ରେ ଜଣେ ଯବାନ ସହିଦ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଭାରତ ପକ୍ଷରୁ ମଧ୍ୟ ଏହାର କଡ଼ା ଜବାବ ଦିଆଯାଇଛି।

ଆଜି ଭୋର ୫.୩୦ରେ ପାକ୍‌ ସେନା ପକ୍ଷରୁ ସୁନ୍ଦରବେନୀ ସେକ୍ଟର ନିକଟରେ ଅସ୍ତ୍ରବିରତି ଉଲ୍ଲଙ୍ଘନ କରାଯାଇଥିଲା। ସ୍ୱୟଂ ଚାଳିତ ବନ୍ଧୁକ ଓ ମୋର୍ଟାର ଦ୍ୱାରା ପାକ୍‌ ସେନା ଭାରତୀୟ ଆଉଟ୍‌ପୋଷ୍ଟ ଓ ସୀମାନ୍ତ ଗାଁ ଗୁଡ଼ିକୁ ଟାର୍ଗେଟ କରାଯାଇଥିଲା।

ପାକିସ୍ତାନର ଏଭଳି ଆଚରଣର କଡ଼ା ଜବାବ ଦିଆଯାଇଥିଲା। ଦୀର୍ଘ ସମୟ ଧରି ଚାଲିଥିବା ଏହି ଗୁଳି ବିନିମୟରେ ରାଇଫଲମ୍ୟାନ୍‌ କମଲଜିତଙ୍କ ସମେତ ୫ ଜଣ ଯବାନ ଗୁରୁତର ଆହତ ହୋଇଥିଲେ।

ସମସ୍ତଙ୍କୁ ସେନା ହସ୍ପିଟାଲ୍‌କୁ ନିଆଯାଇଥିଲେ ହେଁ ସେଠାରେ କମଲଜିତଙ୍କ ମୃତ୍ୟୁ ଘଟିଥିଲା। ଏବେ ବି ଅନ୍ୟ ୪ ଜଣ ଯବାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ୨୪ ବର୍ଷୀୟ କମଲଜିତ ପଞ୍ଜାବର ଅଧିବାସୀ। ସେନା ପକ୍ଷରୁ କମଲଜିତଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି।

ରବିବାର ମଧ୍ୟ ପାକ୍‌ ସେନା ଅସ୍ତ୍ରବିରତି ଉଲ୍ଲଙ୍ଘନ କରି ଏହି ସେକ୍ଟରରେ ଗୁଳିମାଡ଼ କରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story