ଚେନ୍ନାଇ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଜୟଲଳିତା ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କ ଶରୀରରେ ଜଳୀୟ ଅଂଶ ହ୍ରାସ ଓ ଜ୍ୱର ଯୋଗୁଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଚେନ୍ନାଇ ସ୍ଥିତ ଆପୋଲୋ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ୬୮ ବର୍ଷୀୟା ଜୟଲଳିତାଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଛି। ଡାକ୍ତର ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଥିବା ଡାକ୍ତରଖାନା କର୍ତ୍ତୃପକ୍ଷ କହିଛନ୍ତି।
ଅସୁସ୍ଥତା କାରଣରୁ ଜୟଲଳିତା ଅନେକ ସମୟରେ ଘରେ ସମସ୍ତ କାର୍ଯ୍ୟ ତଦାରଖ କରୁଥିଲେ। କେବଳ ଅଧାଘଣ୍ଟାଏ ପାଇଁ ଅଫିସ୍ ଯାଇ ଘରକୁ ଫେରି ଆସୁଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୨୪ ଘଣ୍ଟା ଭିତରେ ମାରିଦେବୁ, ସାଂସଦଙ୍କୁ ପୁଣି ହତ୍ୟା ଧମକ
ଏହି ଧମକପୂର୍ଣ୍ଣ ମେସେଜ ମିଳିବା ପରେ ପୂର୍ଣ୍ଣିଆରେ ସାଂସଦଙ୍କ ବାସଭବନର ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି।
Viral
ମଦ ପିଇଥିବାରୁ ବରଯାତ୍ରୀଙ୍କୁ ଚିହ୍ନି ପାରିଲେନି, ଖୁଣ୍ଟିରେ ବାନ୍ଧି ପ୍ରବଳ ପିଟିଲେ ଗାଁ ଲୋକ
ବରଯାତ୍ରୀରେ ମଦପିଇ ଯିବା ଜଣେ ବ୍ୟକ୍ତିଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି।
National
ବାଂଲାଦେଶୀଙ୍କ ଚିକିତ୍ସା କରିବୁନି, ମନା କଲେ ଡାକ୍ତର
କୋଲକାତାର ଉତ୍ତର ଭାଗରେ ଥିବା ମାଣିକତଲାରେ ଅବସ୍ଥିତ ଜେଏନ୍ ରେ ହସ୍ପିଟାଲ୍ର ଡାକ୍ତରମାନେ ବାଂଲାଦେଶୀ ରୋଗୀଙ୍କୁ ଚିକିତ୍ସା ଯୋଗାଇବାକୁ ମନା କରି ଦେଇଛନ୍ତି।
National
ରେଲଓ୍ୱେ ଷ୍ଟେସନରେ ଲାଗିଲା ନିଆଁ, ଜଳିଗଲା ୨୦୦ ବାଇକ୍
ରେଲଓ୍ୱେ ଷ୍ଟେସନର ପ୍ଲାଟଫର୍ମ ନମ୍ବର-୧ରେ ଥିବା ପାର୍କିଂରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ହଠାତ୍ ସର୍ଟ ସର୍କିଟ ଯୋଗୁ ଏହି ନିଆଁ ଲାଗିଥିବା ସୂଚନା ମିଳିଛି।