ନୂଆଦିଲ୍ଲୀ: ୨୦୧୮ରୁ ଜେଇଇ ଆଡଭାନ୍ସଡ୍ ପରୀକ୍ଷା ଆୟୋଜନ କରିବ ଆଇଆଇଟି କାନପୁର। ଆସନ୍ତା ମେ’ ୨୦ ତାରିଖରେ ଜେଇଇ ଆଡଭାନ୍ସ ପରୀକ୍ଷା କରିବାକୁ ନେଇ ତାରିଖ ସ୍ଥିର ହୋଇଛି। ଏଥିଲାଗି ଜେଇଇ ଆଡଭାନ୍ସଡ୍ ୨୦୧୮ ୱେବ୍ସାଇଟ୍ ଆରମ୍ଭ କରାଯାଇଛି। ଜଏଣ୍ଟ ଆଡମିଶନ ବୋର୍ଡ ପକ୍ଷରୁ ଏହି ୱେବ୍ସାଇଟ୍ ଆରମ୍ଭ ହୋଇଛି। IIT, NIT, IIIT ଏବଂ ISM ଭଳି ନାମି ଶିକ୍ଷାନୁଷ୍ଠାନରେ ନାମ ଲେଖାଇବାକୁ ହେଲେ ଜେଇଇ ଆଡଭାନ୍ସଡ୍ ପ୍ରବେଶିକା ପରୀକ୍ଷା ଦେବାକୁ ପଡିବ।
ପରୀକ୍ଷା ପାଇଁ ଆଇଆଇଟି କାନପୁର ପକ୍ଷରୁ ପ୍ରଶ୍ନପତ୍ର ପ୍ରସ୍ତୁତି, ଖାତାଦେଖା ସହ ଫଳାଫଳ ପ୍ରକାଶ କରାଯିବ। ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ ଅନଲାଇନରେ ହେବ ଜେଇଇ ଆଡଭାନ୍ସଡ୍ ପରୀକ୍ଷା । ତେବେ ପୂର୍ବଭଳି ଜେଇଇ ମେନ ପ୍ରବେଶିକା ପରୀକ୍ଷା ସିବିଏସଇି ହିଁ ଆୟୋଜନ କରିବ । ଜେଇଇ ମେନ ପରୀକ୍ଷାରେ କୃତକାର୍ଯ୍ୟ ପରୀକ୍ଷାର୍ଥୀ ଜେଇଇ ଆଡଭାନ୍ସଡ୍ ଦେବାକୁ ଯୋଗ୍ୟ ବିବେଚିତ ହେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।