ରାଞ୍ଚି: ମାଓ ଅପରେଶନ୍ରେ ଝାଡ଼ଖଣ୍ଡ ରାଜ୍ୟ ପୋଲିସ୍ ଓ ସିଆରପିଏଫ୍ ଯବାନଙ୍କୁ ଏକ ବଡ଼ ସଫଳତା ମିଳିଛି। ଗୁମଲା ଜିଲ୍ଲା ଅନ୍ତର୍ଗତ ପଲକୋଟ୍ ଜଙ୍ଗଲରେ ହୋଇଥିବ ଗୁଳି ବିନିମୟରେ ଜଣେ ହାର୍ଡକୋର ମାଓବାଦୀ ଆକାଶ ଯାଦବଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାମରେ ୨୫ ଲକ୍ଷ ଟଙ୍କା ପୁରସ୍କାର ଥିଲା। ସେ ବିହାର-ଝାଡ଼ଖଣ୍ଡ (ବିଜେ-ଏସ୍ଏସି) କମାଣ୍ଡାଣ୍ଟ ଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କ୍ୟାନ୍ସର୍ ପାଇଁ 'ସ୍ପେଶାଲ ଡାଏଟ୍'କୁ ବିରୋଧ, ସିଦ୍ଧୁଙ୍କ ପତ୍ନୀଙ୍କୁ ୮୫୦ କୋଟିର ନୋଟିସ୍
ସ୍ପେଶାଲ୍ ଡାଏଟ୍ ସହାୟତାରେ କ୍ୟାନସରରୁ ସୁସ୍ଥ ହୋଇଥିବା ଦାବି କରିବା ପରେ, ନବଜୋତ କୌର ସିଦ୍ଧୁଙ୍କୁ ୮୫୦ କୋଟି ଟଙ୍କାର ନୋଟିସ୍ ପଠାଇଛି ଛତିଶଗଡ଼ ସିଭିଲ୍ ସୋସାଇଟି।
National
ମୋ’ ଦୁଇ ଛୁଆଙ୍କ ତଣ୍ଟି ଚିପି ଦେଲା ପତ୍ନୀ, ସ୍ୱାମୀ ଆଣିଲେ ସାଂଘାତିକ ଅଭିଯୋଗ
ମା’ଙ୍କ ଉପସ୍ଥିତିରେ ଘରୁ ମିଳିଲା ପୁଅଝିଅଙ୍କ ମୃତଦେହ। ରଶିରେ ବେକକୁ ଚିପି ଉଭୟଙ୍କ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।
National
ମାଡ଼ି ଆସୁଛି ବାତ୍ୟା 'ଫେଙ୍ଗଲ', ଆଜି କରିବ ଲ୍ୟାଣ୍ଡଫଲ୍
ସାଇକ୍ଲୋନ୍ ଫେଙ୍ଗଲ ଏବେ ଚେନ୍ନାଇଠାରୁ ୨୫୦ କିମି ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି।
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।