ସୁପ୍ରିମକୋର୍ଟଙ୍କ ରାୟ ନେଇ ସନ୍ତୁଷ୍ଟ ନୁହଁନ୍ତି ମୁସଲିମ ପକ୍ଷ, କିନ୍ତୁ ସମ୍ମାନ ଦେବେ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ଅଯୋଧ୍ୟ ରାୟକୁ ସମ୍ମାନ କରିଥିଲେ ବି ଏନେଇ ସନ୍ତୁଷ୍ଟ ନୁହେଁ ଅଲ ଇଣ୍ଡିଆ ମୁସଲିମ୍ ପର୍ସନଲ ଲ ବୋର୍ଡ୍। ମୁସଲିମ୍ ପକ୍ଷଙ୍କ ଓକିଲ ଜାଫରୟାବ ଜିଲାନୀ କହିଛନ୍ତି, କୋର୍ଟଙ୍କ ରାୟକୁ ସମ୍ମାନ ଜଣାଉଛୁ, ହେଲେ ରାୟକୁ ନେଇ ସନ୍ତୁଷ୍ଟ ନୋହୁଁ। ଏବେ ମୁସଲିମ୍ ପକ୍ଷ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ମୂଲ୍ୟାଙ୍କନ କରିବେ ଏବଂ ଆଗାମୀ ପଦକ୍ଷେପ ନେବ ବୋଲି ଜଫରୟାବ ଜିଲାନୀ କହିଛନ୍ତି। Zafaryab Jilani, All India Muslim Personal Law Board: Respect […]

muslim boards(1)

muslim boards(1)

Subhransu Sekhar
  • Published: Saturday, 09 November 2019
  • Updated: 09 November 2019, 03:34 PM IST

Sports

Latest News

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ଅଯୋଧ୍ୟ ରାୟକୁ ସମ୍ମାନ କରିଥିଲେ ବି ଏନେଇ ସନ୍ତୁଷ୍ଟ ନୁହେଁ ଅଲ ଇଣ୍ଡିଆ ମୁସଲିମ୍ ପର୍ସନଲ ଲ ବୋର୍ଡ୍। ମୁସଲିମ୍ ପକ୍ଷଙ୍କ ଓକିଲ ଜାଫରୟାବ ଜିଲାନୀ କହିଛନ୍ତି, କୋର୍ଟଙ୍କ ରାୟକୁ ସମ୍ମାନ ଜଣାଉଛୁ, ହେଲେ ରାୟକୁ ନେଇ ସନ୍ତୁଷ୍ଟ ନୋହୁଁ। ଏବେ ମୁସଲିମ୍ ପକ୍ଷ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ମୂଲ୍ୟାଙ୍କନ କରିବେ ଏବଂ ଆଗାମୀ ପଦକ୍ଷେପ ନେବ ବୋଲି ଜଫରୟାବ ଜିଲାନୀ କହିଛନ୍ତି।

https://twitter.com/ANI/status/1193052077561274370

ଅଯୋଧ୍ୟା ମାମଲାରେ ସୁପ୍ରିମକୋର୍ଟ ବିବାଦୀୟ ଜମିକୁ ରାମ ଜନ୍ମଭୂମି ନ୍ୟାସକୁ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅର୍ଥାତ୍ ରାମ ମନ୍ଦିର ସେହି ସ୍ଥାନରେ ହିଁ ହେବ। ଏହା ସହିତ ମୁସଲିମଙ୍କୁ ଅନ୍ୟତ୍ର ଜାଗା ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଅଯୋଧ୍ୟାର ଏକ ପ୍ରମୁଖ ସ୍ଥାନରେ ୫ ଏକର ଜମି ସୁନ୍ନି ଓ୍ୱାକଫ ବୋର୍ଡକୁ ଦେବା ପାଇଁ ନିର୍ଦ୍ଦେଶ ଦେବା ସହିତ ଜମିର ମାଲିକାନା ସତ୍ତ୍ୱ ଟ୍ରଷ୍ଟକୁ ଦେବାକୁ କହିଛନ୍ତି। ଏହାସହିତ ମନ୍ଦିର ନିର୍ମାଣ ପାଇଁ ମଧ୍ୟ ଟ୍ରଷ୍ଟ ତିଆରି କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆଉ 3 ମାସ ଭିତରେ ଯୋଜନା ପ୍ରସ୍ତୁତ କରିବାକୁ କୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ବିବାଦୀୟ ଜମି ନିଜର ବୋଲି ମୁସଲିମ ପକ୍ଷ ପ୍ରମାଣ କରିବାରେ ବିଫଳ ହେବା ପରେ ସୁପ୍ରିମକୋର୍ଟ ଅନ୍ୟ ଏକ ସ୍ଥାନରେ ମସଜିଦ୍ ନିର୍ମାଣ ପାଇଁ ଜମି ଯୋଗାଇବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story