ନୂଆଦିଲ୍ଲୀ: ଆସନ୍ତା ଜୁଲାଇ ୨୫ରେ ହେବ ଅଲ ଇଣ୍ଡିଆ ପ୍ରି ମେଡିକାଲ ଟେଷ୍ଟ । ସିବିଏସଇ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଉତ୍ତରଖାତା ଲିକ୍ ଅଭିଯୋଗରେ ପୂର୍ବ ପରୀକ୍ଷାକୁ ରଦ୍ଦ କରିଦେଇଥିଲେ ସୁପ୍ରିମକୋର୍ଟ। ଅଗଷ୍ଟ ୧୭ ସୁଦ୍ଧା ପରୀକ୍ଷା ଶେଷ କରି ରେଜଲ୍ଟ ପ୍ରକାଶ କରିବାକୁ ସୁପ୍ରିମକୋର୍ଟ ସିବିଏସଇକୁ ନିର୍ଦ୍ଦେଶ ଦେଇଥିଲେ।
ସୂଚନାଯୋଗ୍ୟ, ଅଲ୍ ଇଣ୍ଡିଆ ପ୍ରି ମେଡିକାଲ୍ ଟେଷ୍ଟ୍ ବା ଏଆଇପିଏମଟି ରେଜଲ୍ଟ ପ୍ରକାଶ ଉପରେ ସୁପ୍ରିମକୋର୍ଟ ଗତ ୧୫ ତାରିଖରେ ରୋକ ଲଗାଇଥିଲେ। ସେହି ସମୟରେ ସୁପ୍ରିମକୋର୍ଟ ଆସନ୍ତା ୧୦ ତାରିଖ ପୂର୍ବରୁ ଫଳ ପ୍ରକାଶନ ଉପରେ କଟକଣା ଜାରି କରିଥିଲେ। ଜୁନ ୫ ତାରିଖ ଦିନ ଏଆଇପିଏମଟି ରେଜଲ୍ଟ ପ୍ରକାଶ ପାଇବା ପାଇଁ ଦିନ ଧାର୍ଯ୍ୟ କରାଯାଇଥିଲା। ମାତ୍ର ହରିଆଣାରେ ଏଆଇପିଏମଟର ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ ହେବା ପରେ ସୁପ୍ରିମ କୋର୍ଟଙ୍କ ପକ୍ଷରୁ ଏହି ସ୍ଥଗିତା ଦେଶ ଜାରି କରିଥିଲେ। ଏଥିସହ ପ୍ରଶ୍ନ ପତ୍ର ଲିକ୍ ଉପରେ ବିଧିବଦ୍ଧ ତଦନ୍ତ କରିବାକୁ ହରିଆଣା ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।