ନୂଆଦିଲ୍ଲୀ: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବ ଜୁଲାଇ ୨୧ ତାରିଖରୁ। ଏହି ଅଧିବେଶନ ତିନି ସପ୍ତାହ ପାଇଁ ଚାଲିବ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ଭେଙ୍କେୟା ନାଇଡୁ ବୁଧବାର ଏହି ସୂଚନା ଦେଇଛନ୍ତି।
ପ୍ରଥମେ ଜୁଲାଇ ୨୦ ତାରିଖରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ କରିବାକୁ ନିଷ୍ପତ୍ତି ହୋଇଥିଲା। କିନ୍ତୁ ଜୁଲାଇ ୧୮ ବା ୧୯ରେ ଇଦ୍ ପଡୁଥିବାରୁ ଏହାକୁ ଜୁଲାଇ ୨୧ରୁ ଆରମ୍ଭ କରିବାକୁ ନିଷ୍ପତ୍ତି ହୋଇଥିଲା। ସାଧାରଣତଃ ସଂସଦର ମୌସୁମୀ ଅଧିବେଶନ ୪ ସପ୍ତାହ ବସିଥାଏ। ତେବେ ଏଥର ଏହାକୁ ତିନି ସପ୍ତାହ ମଧ୍ୟରେ ସୀମିତ ରଖାଯାଇଛି।
ସଂସଦର ମୌସୁମୀ ଅଧିବେଶନରେ ଆଇପିଏଲର ପୂର୍ବତନ ଅଧ୍ୟକ୍ଷ ଲଳିତ ମୋଦିଙ୍କ ଟ୍ରାଭେଲ ଭିସା ମାମଲରେ ମୋଦି ସରକାରଙ୍କୁ ବିରୋଧୀ ଘେରିବାକୁ ପ୍ରସ୍ତୁତ ହୋଇଛନ୍ତି। ଏହି ମାମଲାରେ ସଂପୃକ୍ତି ନେଇ ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେଙ୍କ ଇସ୍ତଫା ଦାବି କରି ବିଶେଷ କରି କଂଗ୍ରେସ ହଙ୍ଗାମା କରିପାରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।
National
ରାଜ୍ୟପାଳ ଲାଟ୍ ସାହେବ ପଦ ନୁହେଁ: ରଘୁବର
ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ପରେ ଗତକାଲି ବିଧିବଦ୍ଧ ଭାବେ ରଘୁବର ଦାସ ପୁଣି ବିଜେପିରେ ସାମିଲ ହୋଇଛନ୍ତି।
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।