ନୂଆଦିଲ୍ଲୀ: ଆଜି ତାମିଲନାଡୁରୁ ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଜୟଲଳିତାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ। ସମର୍ଥକଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସମର୍ଥକମାନେ କୋୟମବଟୁରର ଅବିନାଶୀ ରୋଡ଼ରେ ତାମିଲନାଡୁରର ପ୍ରଥମ ମୁଖ୍ୟମନ୍ତ୍ରୀ ସି.ଏନ୍.ଆନାଦୁରାଇ,ଏମଜି ରାମଚନ୍ଦନଙ୍କ ପ୍ରତିମୂର୍ତ୍ତି ସହ ଜୟଲଳିତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିଛନ୍ତି।
୨୦୧୬ ମସିହା ଡିସେମ୍ବର ୫ ତାରିଖରେ ଏଆଇଏଡିଏମକେ ସୁପ୍ରିମୋ ଜୟଲଳିତାଙ୍କ ପରଲୋକ ହୋଇଥିଲା। ଚେନ୍ନେଇ ସ୍ଥିତ ଆପଲୋ ହସପିଟାଲରେ ତାଙ୍କର ପରଲୋକ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କର ବୟସ ୬୮ ବର୍ଷ ହୋଇଥିଲା। ତାମିଲନାଡୁର ଲୋକ ତାଙ୍କୁ ଆମ୍ମା ବୋଲି ଡାକୁଥିଲେ।
ଏହି ଅବସରରେ ଆମ୍ମାଙ୍କ ମୃତ୍ୟୁ ତାରିଖକୁ ନେଇ ହୋଇଥିବା ମାମଲାକୁ ମାଦ୍ରାସା ହାଇକୋର୍ଟ ଖାରଜ କରିଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।