କାବୁଲ୍‌: ଦରଘାରେ ବନ୍ଧୁକଧାରୀଙ୍କ ଆକ୍ରମଣ, ୧୪ ମୃତ, ୨୬ ଆହତ

କାବୁଲ୍‌: ଆଫଗାନିସ୍ତାନ ରାଜଧାନୀ କାବୁଲ୍‌ରେ ମହରମ୍‌ର ଗୋଟିଏ ଦିନ ପୂର୍ବରୁ ଶିୟା ଦରଘା ଉପରେ ବନ୍ଧୁକଧାରୀମାନେ ଆକ୍ରମଣ କରିବାରୁ ୧୪ ଜଣଙ୍କ ମୃତ୍ୟୁ ଘଟି ଥିବା ବେଳେ ୨୬ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନଙ୍କ ମଧ୍ୟରେ ଜଣେ ପୋଲିସ କର୍ମଚାରୀ ଅଛନ୍ତି।

ଆକ୍ରମଣକାରୀମାନେ ଦୀର୍ଘ ସମୟ ଦରଘାରେ ରହିବା ପରେ ଲୋକମାନଙ୍କୁ ବନ୍ଧକ ରଖି ଗୁଳି ଚଳାଇଥିଲେ। ଜଣେ ପୋଲିସ୍‌ ଅଧିକାରୀ କହିଛନ୍ତି,“ ମିଲିଟାରୀ ପୋଷାକ ପିନ୍ଧି ୩ ଜଣ ବନ୍ଧୁକଧାରୀ ଦରଘା ଭିତରକୁ ଆସିଥିଲେ। ଦରଘାରେ ଆକ୍ରମଣ ଖବର ପାଇ ସୁରକ୍ଷାକର୍ମୀ ଘଟଣାସ୍ଥଳରେ ପହଞ୍ଚି ଅଞ୍ଚଳକୁ ସିଲ୍‌ କରି ଦେଇଥିଲେ।”

ଆହୁରି ପଢ଼ନ୍ତୁ

ପୁଣି ଚାଇନାକୁ ଜାତିସଂଘରେ ଦୃଢ଼ ଜବାବ ଦେଲା ଭାରତ

ଭାରତୀୟ ସୀମାରେ ପଶି ଯାଇଥିଲା ଚାଇନା, ତଥ୍ୟ ପ୍ରକାଶ କରି ଡିଲିଟ କରିଦେଲା ପ୍ରତିରକ୍ଷା ମନ୍ତ୍ରଣାଳୟ

କାହିଁକି ଇସ୍ତଫା ଦେଲେ ଗିରୀଶ ମୁର୍ମୁ, ଜାଣନ୍ତୁ ପୂରା କାରଣ

କରୋନା ଟୀକାକୁ ନେଇ ଚେତନଙ୍କ ଭବିଷ୍ୟବାଣୀ!

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୫୬ ହଜାରରୁ ଅଧିକ ପଜିଟିଭ,୯୦୪ ମୃତ

ଜମ୍ମୁ-କଶ୍ମୀରରେ ପୁଣି ଜଣେ ବିଜେପି ନେତାଙ୍କ ହତ୍ୟା

କୋଭିଡ ହସ୍ପିଟାଲ ଆଇସିୟୁରେ ଲାଗିଗଲା ନିଆଁ

ମନୋଜ ସିହ୍ନା ଜମ୍ମୁ-କାଶ୍ମୀରର ନୂଆ ଉପରାଜ୍ୟପାଳ

ଇସ୍ତଫା ଦେଲେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଗିରୀଶ ମୁର୍ମୂ

ଠିକ୍ ବର୍ଷକ ତଳେ ଜମ୍ମୁ କଶ୍ମୀରରୁ ହଟିଥିଲା ଧାରା ୩୭୦

ଆମେରିକା ହେଲା ରାମମୟ

ହସ୍ପିଟାଲରୁ ଅଫିସ କାମ କରୁଛନ୍ତି ମୁଖ୍ୟମନ୍ତ୍ରୀ ୟେଦ୍ୟୁରପ୍ପା