କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୬ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ: କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୬ ପ୍ରତିଶତ ବୃଦ୍ଧି ପାଇଛି । ଏ ସଂକ୍ରାନ୍ତ ପ୍ରସ୍ତାବକୁ ମଙ୍ଗଳବାର କେନ୍ଦ୍ର କ୍ୟାବିନେଟର ମୋହର ବାଜିଛି। ଫଳରେ କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଏବେ ମୂଳ ଦରମା ଅର୍ଥାତ୍ ବେସିକ୍ ପେ’ର ୧୧୩ ପ୍ରତିଶତରୁ ବଢ଼ି ୧୧୯ ପ୍ରତିଶତ ହୋଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଶେଷ ଥର ପାଇଁ ଗତ ଏପ୍ରିଲରେ କେନ୍ଦ୍ର ସରକାର ମହଙ୍ଗ। ଭତ୍ତାରେ ୬ […]

BL25POST3_1375748g_1488913f

Rakesh Mallick
  • Published: Wednesday, 09 September 2015
  • , Updated: 09 September 2015, 08:55 AM IST

ନୂଆଦିଲ୍ଲୀ: କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୬ ପ୍ରତିଶତ ବୃଦ୍ଧି ପାଇଛି । ଏ ସଂକ୍ରାନ୍ତ ପ୍ରସ୍ତାବକୁ ମଙ୍ଗଳବାର କେନ୍ଦ୍ର କ୍ୟାବିନେଟର ମୋହର ବାଜିଛି। ଫଳରେ କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଏବେ ମୂଳ ଦରମା ଅର୍ଥାତ୍ ବେସିକ୍ ପେ'ର ୧୧୩ ପ୍ରତିଶତରୁ ବଢ଼ି ୧୧୯ ପ୍ରତିଶତ ହୋଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଶେଷ ଥର ପାଇଁ ଗତ ଏପ୍ରିଲରେ କେନ୍ଦ୍ର ସରକାର ମହଙ୍ଗ। ଭତ୍ତାରେ ୬ ପ୍ରତିଶତ ବୃଦ୍ଧି କରିଥିଲେ।

Related story