କଲମ୍ବିଆ:କଲମ୍ବିଆର ଥିବା ଏକ ସୁନା ଖଣିରେ ଫସି ରହିଛନ୍ତି ୧୫ ଶ୍ରମିକ । ଶ୍ରମିକମାନଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଚାଲିଛି । କଲମ୍ବିଆର ବିପର୍ଯ୍ୟୟ ପ୍ରଶମନ ସଂସ୍ଥା କହିଛି ଯେ, ଏହି ଦୁର୍ଘଟଣା କଲମ୍ବିଆ ନିକଟ କାଲଡସରେ ଘଟିଛି। ଖଣି ଭିତରେ ଫସି ରହିଥିବା ଲୋକଙ୍କୁ ସୁରକ୍ଷିତ ରୂପେ ବାହାର କରିବା ପାଇଁ ଚେଷ୍ଟା ଚାଲିଛି। ନ୍ୟାସନାଲ୍ ମାଇନିଗିଂ ସଂସ୍ଥା (ଏଏନଏମ୍) କହିଛି ଯେ, ବନ୍ୟା ଆସିବା କାରଣରୁ ଜମି ଦୁର୍ବଳ ହେବାଫଳରେ ଏପରି ଦୁର୍ଘଟଣା ଘଟିଥିବା ପ୍ରାଥମିକ ରିପୋର୍ଟରୁ ଜଣାପଡିଛି । ତେବେ ଖଣି ମାଲିକ ପାଖରେ ଲାଇସେନ୍ ରହିଛି କି ନାହିଁ କିମ୍ବା ବେଆଇନ ରୂପରେ ଖନନ କରୁଥିଲେ ଏନେଇ ତଦନ୍ତ କରାଯିବ ବୋଲି ଖଣି ଅଧିକାରୀ କହିଛନ୍ତି। ସୂଚନାଯୋଗ୍ୟ ଯେ, ଜମି ହଠାତ୍ ଦୋହଲିବାରୁ ସେଠାରେ କାମ କରୁଥିବା ୧୫ ଜଣ ଶ୍ରମିକ ଖଣିରେ ଫସି ଯାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।