ପୋଲିସ ପାଖରୁ ବନ୍ଧୁକ ଛଡାଇ ନେଲେ ଆତଙ୍କବାଦୀ

ଜମ୍ମୁ: ଜମ୍ମୁ-କାଶ୍ମୀରର ଅନନ୍ତନାଗରେ ଘଟିଛି ଆତଙ୍କବାଦୀ ଆକ୍ରମଣ। ସ୍ଥାନୀୟ ଟିଭି ଟାୱାରର ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ୍ କର୍ମୀଙ୍କ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରି ସେମାନଙ୍କ ନିକଟରୁ ପାଞ୍ଚଟି ବନ୍ଧୁକ ଛଡ଼ାଇ ନେଇଛନ୍ତି।

ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଆତଙ୍କୀ ଆକ୍ରମଣ ପରେ ସୁରକ୍ଷା କର୍ମୀମାନେ ସଂପୃକ୍ତ ଅଞ୍ଚଳକୁ ଘେରାଉ କରି ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି। ଗତକାଲି ସକାଳେ ପାକିସ୍ତାନ ପକ୍ଷରୁ ଏଲଓସି ନିକଟ ନୌସେରା ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଘଂନ କରାଯାଇଥିଲା।

ଆହୁରି ପଢ଼ନ୍ତୁ

ବିଧାନସଭାରେ ଆଗୁଆ ଆସ୍ଥା ପ୍ରସ୍ତାବ ଆଣିବେ ମୁଖ୍ୟମନ୍ତ୍ରୀ ଗେହଲଟ

ପ୍ରଧାନମନ୍ତ୍ରୀ ପଦରେ ମୋଦିଙ୍କ ନାଁରେ ନୂଆ ରେକର୍ଡ, ପଛରେ ପଡ଼ିଲେ ବାଜପେୟୀ

କଂଗ୍ରେସ ସରକାର ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବ ବିଜେପି

ଗେହଲଟ ଘରେ ପାଇଲଟ, ସବୁ ରାଗ ଭୁଲି ଦୁହେଁ ହାତ ମିଳାଇଲେ

ବେଙ୍ଗାଲୁରୁ ଦଙ୍ଗାକୁ ନେଇ ଆସିଲା ଚାଞ୍ଚଲ୍ୟକର ତଥ୍ୟ, ଏଫଆଇଆରରେ ୫ ଅଭିଯୁକ୍ତ

ମୁମ୍ବାଇ ସ୍ୱପ୍ନ ସାକାର କରିବାକୁ ୪୫ ହଜାର ଟଙ୍କାରେ ଛୁଆକୁ ବିକିଲା ମା’

ଏଚ୍-୧ବି ଭିସା ବ୍ୟାନ ନିୟମରେ କୋହଳ କଲା ଟ୍ରମ୍ପ ପ୍ରଶାସନ

ପିପିଇ କିଟ ପିନ୍ଧି କୋଭିଡ ଲକ୍ଷଣ ଥିବା ଜଣେ ଲୋକଙ୍କୁ ବାଇକରେ ହସ୍ପିଟାଲ ନେଲେ ଟିଏମସି ନେତା

ଆଖିକୁ ଦିଶେନାହିଁ, କିନ୍ତୁ ୟୁପିଏସସି ପରୀକ୍ଷାରେ ବାଜିମାତ କଲେ ଏହି ଯୁବତୀ

କୋମାକୁ ଚାଲିଗଲେ ପ୍ରଣବ ମୁଖାର୍ଜୀ, ଅବସ୍ଥା ଅତ୍ୟନ୍ତ ଗମ୍ଭୀର

ମହନ୍ତ ନିତ୍ୟ ଗୋପାଳ ଦାସଙ୍କୁ କରୋନା, ମୋଦିଙ୍କ ସହ ଷ୍ଟେଜ ଶେୟାର କରିଥିଲେ

କରୋନା ଟିକା ନିଜ ଇଚ୍ଛାରେ କିଣି ପାରିବେନି ରାଜ୍ୟ ସରକାର