ସିଡ୍ନୀ: ସହର ବୁଲୁଛି କଙ୍ଗାରୁ। ଟ୍ରାଫିକ୍ ପୋଷ୍ଟରେ ରେଡ୍ ଲାଇଟ୍ ଜଳୁଥିଲେ ବି ତା' ପାଇଁ କିଛି ବି ଫରକ ପଡ଼ୁନି। ସହରର ମୁଖ୍ୟ ରାସ୍ତାରେ ଏକ କଙ୍ଗାରୁ ଏଭଳି ଡିଆଁ ମାରି ମାରି ଦୌଡ଼ୁଥିବାର ଭିଡିଓ ଏବେ ସୋଶାଲ ମିଡିଆରେ ବେଶ୍ ଭାଇରାଲ ହେଉଛି। ଅଷ୍ଟ୍ରେଲିଆର ଏକ ସହର ୱାଗା ୱାଗାରେ ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା।
ତେବେ ବେରୀ ଆଣ୍ଡ ମର୍ଗାନ ଷ୍ଟ୍ରୀଟ୍ଠାରେ ସେ ଶେଷ ଥର ପାଇଁ ଟ୍ରାଫିକ୍ ଅତିକ୍ରମ କରି କିଛିବାଟ ଆଗକୁ ଯିବା ବେଳେ ଧରା ପଡ଼ିଯାଇଥିଲା। ଏହି ଭିଡିଓକୁ ଟ୍ୱିଟରରେ ଜଣେ ବ୍ୟକ୍ତି #OnlyInAustralia ହ୍ୟାଶ୍ ଟ୍ୟାଗ୍ ସହ ପୋଷ୍ଟ କରିଛନ୍ତି।
https://twitter.com/FitzpatricksRE/status/1153241019745361920?s=20
ଏହି କଙ୍ଗାରୁକୁ ଉଦ୍ଧାର କରାଯିବା ପରେ ଜଣାପଡ଼ିଥିଲା ସେ ସମ୍ପୂର୍ଣ୍ଣ ସୁସ୍ଥ ଥିଲେ ମଧ୍ୟ ପିଚୁରାସ୍ତା ଉପରେ ଏଭଳି ଡିଆଁ ମାରିବା କାରଣରୁ ତା’ର ଗୋଡ଼ରେ ସାମାନ୍ୟ ଆଘାତ ଲାଗିଥିଲା। ଏହାର ନଖରେ ଆଘାତ ଲାଗି ରକ୍ତ ବାହାରୁ ଥିବା ମଧ୍ୟ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।
National
ହସ୍ପିଟାଲ ବେଡରେ ବିନୋଦ କାମ୍ବଲି
ତାଙ୍କ ସ୍ୱାସ୍ଥାବସ୍ଥା ସ୍ଥିର ରହିଛି। କିନ୍ତୁ ଏବେ ସେ ବିପଦ ମୁକ୍ତ ହୋଇ ନଥିବା ଆଇଏଏନଏସ୍ ପକ୍ଷରୁ ଏକ୍ସରେ ସୂଚନା ଦିଆଯାଇଛି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
National
ସ୍କୁଲ ଛାଡ଼ିବାକୁ ଯିବା ବେଳେ ୨ ନାବାଳକ ସାବତ ଭାଇଙ୍କ ତଣ୍ଟି କାଟିଦେଲା
ଅଭିଯୁକ୍ତ ନୀରଜ ଶର୍ମା ତା’ର ଦୁଇ ସାବତ ଭାଇଙ୍କୁ ବାଇକରେ ସ୍କୁଲ ଛାଡ଼ିବାକୁ ନେଇଥିଲା। କିନ୍ତୁ ସ୍କୁଲ ଯିବା ବଦଳରେ ସେ ଉଭୟଙ୍କୁ ଗୋଟିଏ ନିଛାଟିଆ ସ୍ଥାନକୁ ନେଇ ଯାଇଥିଲା। ସେଠାରେ ସେ ଉଭୟଙ୍କୁ ତଣ୍ଟି କାଟି ହତ୍ୟା କରିଥିଲା।
National
ଶେଖ ହସିନାଙ୍କୁ ଢାକା ପଠାଅ: ଭାରତକୁ ଚିଠି ଲେଖିଲା ବାଂଲାଦେଶ
ଢାକା ଭିତ୍ତିକ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ(ଆଇସିଟି) ମାନବଜାତି ବିରୋଧରେ ଅପରାଧ ଓ ନରସଂହାର ଅଭିଯୋଗରେ ଶେଖ ହସିନା, ତାଙ୍କ ସରକାରରେ ଥିବା ମନ୍ତ୍ରୀ, ପରାମର୍ଶଦାତା, ପୂର୍ବତନ ସାମରିକ ଓ ବେସାମରିକ ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାଣି କରିଛନ୍ତି।