କାଶ୍ମୀରରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ

ଶ୍ରୀନଗର: ଉତ୍ତର କାଶ୍ମୀରର ବାନ୍ଦିପୋରା ଜିଲ୍ଲା ଅନ୍ତର୍ଗତ ଶାହଗୁଣ୍ଡ ଗାଁର ହାଜିନ୍ ଅଞ୍ଚଳରେ ଆଜି ସକାଳୁ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ହାଜିନ୍ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥବା ନେଇ ଗୁଇନ୍ଦା ସୂଚନା ପାଇବା ପରେ ସୁରକ୍ଷାକର୍ମୀମାନେ ଉକ୍ତ ଅଞ୍ଚଳକୁ ଘେରି ଯାଇଥିଲେ ଓ ସର୍ଚ୍ଚ ଅପରେସନ୍ ଆରମ୍ଭ କରିଥିଲେ। ସୁରକ୍ଷାକର୍ମୀଙ୍କୁ ଦେଖି ଲୁଚି ରହିଥିବା ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ। ଏହା ପରେ ସୁରକ୍ଷାକର୍ମୀମାନେ ମଧ୍ୟ ଗୁଳି ଚଳାଇଥିଲେ।

jammu-kashmir

Rakesh Mallick
  • Published: Thursday, 29 December 2016
  • , Updated: 29 December 2016, 08:36 PM IST

ଶ୍ରୀନଗର: ଉତ୍ତର କାଶ୍ମୀରର ବାନ୍ଦିପୋରା ଜିଲ୍ଲା ଅନ୍ତର୍ଗତ ଶାହଗୁଣ୍ଡ ଗାଁର ହାଜିନ୍ ଅଞ୍ଚଳରେ ଆଜି ସକାଳୁ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା।

ହାଜିନ୍ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥବା ନେଇ ଗୁଇନ୍ଦା ସୂଚନା ପାଇବା ପରେ ସୁରକ୍ଷାକର୍ମୀମାନେ ଉକ୍ତ ଅଞ୍ଚଳକୁ ଘେରି ଯାଇଥିଲେ ଓ ସର୍ଚ୍ଚ ଅପରେସନ୍ ଆରମ୍ଭ କରିଥିଲେ। ସୁରକ୍ଷାକର୍ମୀଙ୍କୁ ଦେଖି ଲୁଚି ରହିଥିବା ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ। ଏହା ପରେ ସୁରକ୍ଷାକର୍ମୀମାନେ ମଧ୍ୟ ଗୁଳି ଚଳାଇଥିଲେ।

Related story