ନୂଆଦିଲ୍ଲୀ: ଜମ୍ମୁ କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। କଶ୍ମୀରରେ ହିଜବୁଲ ମୁଜାହିଦ୍ଦିନର ମୁଖ୍ୟ ଆତଙ୍କବାଦୀ ସୈଫଲ୍ଲାହ ଶୀନଗରେ ନିହତ ହୋଇଛି। ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମିୟ ବେଳେ ସୈଫଲ୍ଲାହ ନିହତ ହୋଇଛି। ତେବେ ନିହତ ଆତଙ୍କବାଦୀର ଜଣେ ସହଯୋଗୀ ଗୋଟିଏ ଘରେ ଲୁଚି ରହିଥିବା ସୂଚନା ରହିଛି।
ମୃତ ଜଣଙ୍କ ସୈଫଲ୍ଲାହ କଶ୍ମୀର ହିଜବୁଲର ମୁଖ୍ୟ ବୋଲି ସୁରକ୍ଷାକର୍ମୀ ୯୫ ପ୍ରତିଶତ ଦାବି କରିଛନ୍ତି। ତେବେ ଏହି ମାମଲାରେ ଜଣେ ଗିରଫ ହୋଇଛି। ରବିବାର ରଙ୍ଗରେଥ ଅଞ୍ଚଳରେ ଗୁଳି ବିନିମୟରେ ହିଜବୁଲ ମୁଜିହିଦ୍ଦିନର ମୁଖ୍ୟ କମାଣ୍ଡର ଡକ୍ଚର ସୈଫଲ୍ଲାହଙ୍କ ମୃତ୍ୟୁ ଘଟିଥିବା ପୁଲିସ କହିଛି। ଏକ ନିର୍ଦ୍ଦିଷ୍ଟ ସୂଚନା ଆଧାରରେ ସକାଳେ ଆରମ୍ଭ ହୋଇଥିବା ଅପରେସନ୍ ସମୟରେ ଜଣେ ଆତଙ୍କବାଦୀକୁ ଗିରଫ କରାଯାଇଥିବା ପୁଲିସ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।