ଜମ୍ମୁ: ହିଜିବୁଲ୍ ମୁଜାହିଦ୍ଦିନ୍ କମାଣ୍ଡର ବୁରହାନ୍ ୱାନିଙ୍କ ମୃତ୍ୟୁ ପରେ କାଶ୍ମୀର ଘାଟିରେ ସୃଷ୍ଟି ହୋଇଥିବା ଉତ୍ତେଜନା ଥମିବାର ନାଁ ନେଉ ନାହିଁ। ହିଂସାରେ ଏପର୍ଯ୍ୟନ୍ତ ୨୩ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ହିଂସାକାଣ୍ଡ ପରେ ଶ୍ରୀନଗରର ୧୧ଟି ସ୍ଥାନରେ କର୍ଫ୍ୟୁ ଜାରି କରାଯାଇଛି। ଏହାସହ ୧୨୦୦ ଅର୍ଦ୍ଧ ସାମରିକ ବାହିନୀଙ୍କୁ ନିୟୋଜିତ କରାଯାଇଛି।
ଏହି ଘଟଣା ପରେ ଅମରନାଥ ଯାତ୍ରା କରୁଥିବା ଯାତ୍ରୀଙ୍କୁ ଘରକୁ ଫେରିଯିବା ପାଇଁ କୁହାଯାଇଛି। ଅମରନାଥ ଯାତ୍ରୀ ଜମ୍ମୁରୁ ବାଲାଟାଲ ଓ ପହଲଗାମ ଯେପରି ନ ଯିବେ ସେଥିପ୍ରତି ଦୃଷ୍ଟି ଦିଆଯାଉଛି। କଡ଼ା ସୁରକ୍ଷା ମଧ୍ୟରେ ବାଲଟାଲ ଓ ଅନ୍ୟ ସ୍ଥାନରେ ଫସି ରହିଥିବା ଅମରନାଥ ଯାତ୍ରୀଙ୍କୁ ଜମ୍ମୁ ଅଞ୍ଚଳକୁ ସ୍ଥାନାନ୍ତର କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ଲାଟଫର୍ମରେ ଶୋଉଥିଲା, ଟ୍ରେନରେ ଦୁଷ୍କର୍ମ ପରେ ମାରୁଥିଲା
ଅଭିଯୁକ୍ତ ଜଣକ ବିଭିନ୍ନ ଷ୍ଟେସନର ପ୍ଲାଟଫର୍ମରେ ଶୋଉଥିଲା। ସୁବିଧା ଦେଖି ବିଭିନ୍ନ ଟ୍ରେନରେ ଚଢ଼ୁଥିଲା। ଏହି ସମୟରେ ଏକାକୀ ଯାତ୍ରା କରୁଥିବା ଲୋକଙ୍କୁ ସେ ଟାର୍ଗେଟ କରୁଥିଲା।
Crime
ଗଣଦୁଷ୍କର୍ମ ପରେ ନର୍ସଙ୍କ ଗୁପ୍ତାଙ୍ଗରେ ଲଙ୍କା ଗୁଣ୍ତ ଓ ବାଡ଼ି ଭର୍ତ୍ତି କରିଦେଲେ!
ନର୍ସଙ୍କ ଗୁପ୍ତାଙ୍ଗରେ ସେମାନେ ଲଙ୍କା ଗୁଣ୍ଡ ଓ ବାଡ଼ି ପୂରାଇ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।
Politics
ମହାରାଷ୍ଟ୍ର ବିପର୍ଯ୍ୟୟ ପାଇଁ କଂଗ୍ରେସକୁ ଦାୟୀ କଲା ଟିମ ଠାକରେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିରୋଧୀ ମେଣ୍ଟ ଏମଭିଏର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ କଂଗ୍ରେସକୁ ଦାୟୀ କରିଛି ଟିମ ଠାକରେ।
Politics
ମୁଖ୍ୟମନ୍ତ୍ରୀ ପଦ ସହ ଅଧା କ୍ୟାବିନେଟ ନିଜ ପାଖରେ ରଖିବ ବିଜେପି, ସିନ୍ଦେ ସେନାକୁ ମିଳିବ...
ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସଂଖ୍ୟା ସର୍ବାଧିକ ୪୩ ହୋଇପାରିବ। ଏହା ମଧ୍ୟରୁ ଅଧା ବିଭାଗ ବିଜେପି ନିଜ ପାଖରେ ରଖିବ ବୋଲି କୁହାଯାଉଛି।
Politics
ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ
ଝାଡଖଣ୍ଡର ୧୪ଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ହେମନ୍ତ ସୋରେନ। ଶକ୍ତି ପ୍ରଦର୍ଶନ କଲା ଇଣ୍ଡିଆ ମେଣ୍ଟ।