ମିଥ୍ୟା ସତ୍ୟପାଠ ମାମଲାରେ କେଜ୍ରିଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ: ୨୦୧୩ ବିଧାନସଭା ନିର୍ବାଚନ ବେଳେ ମିଥ୍ୟା ସତ୍ୟପାଠ ଦାଖଲ କରିବା ଅଭିଯୋଗରେ ଦିଲ୍ଲୀର ଏକ କୋର୍ଟ ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୧୦,୦୦୦ ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ତାଙ୍କୁ ଏହି ଜାମିନ ପ୍ରଦାନ କରାଯାଇଛି। ୨୦୧୭ ଏପ୍ରିଲ୍ ୭ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।

kejriwal

Rakesh Mallick
  • Published: Saturday, 24 December 2016
  • , Updated: 24 December 2016, 08:10 PM IST

ନୂଆଦିଲ୍ଲୀ: ୨୦୧୩ ବିଧାନସଭା ନିର୍ବାଚନ ବେଳେ ମିଥ୍ୟା ସତ୍ୟପାଠ ଦାଖଲ କରିବା ଅଭିଯୋଗରେ ଦିଲ୍ଲୀର ଏକ କୋର୍ଟ ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୧୦,୦୦୦ ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ତାଙ୍କୁ ଏହି ଜାମିନ ପ୍ରଦାନ କରାଯାଇଛି।

୨୦୧୭ ଏପ୍ରିଲ୍ ୭ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Related story