ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କ୍ରେଜିୱାଲଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ମଙ୍ଗଳବାର ନୂଆ ଅପଡେଟ୍ ମିଳିଛି। ସୋମବାର ସ୍ୱାସ୍ଥ୍ୟ ଖରାପ ଯୋଗୁ ନିଜକୁ ଆଇସୋଲେଟ୍ କରିଥିବା ମୁଖ୍ୟମନ୍ତ୍ରୀ କ୍ରେଜିୱାଲଙ୍କର ଆଜି କରୋନା ଟେଷ୍ଟ କରାଯାଇଛି।
ମଙ୍ଗଳବାର ସକାଳେ ତାଙ୍କର ସାମ୍ପଲ ନିଆଯାଇଛି। ଏବେ କେବଳ ରିପୋର୍ଟକୁ ଅପେକ୍ଷା। ଆଜି ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଆସିବା ପରେ ଜଣାପଡ଼ିବ ଯେ ତାଙ୍କ ଭିତରେ କରୋନାଭାଇରସର ସଂକ୍ରମଣ ଅଛି କି ନାହିଁ। ସୋମବାର ସିଏମ୍ କ୍ରେଜିୱାଲଙ୍କ ସ୍ୱାସ୍ଥ୍ୟ ଖରାପ ହେବା ଖବର ଆସିଥିଲା।
ତାଙ୍କୁ ସାମାନ୍ୟ ଜ୍ୱର ଓ କାଶ ହୋଇଥିଲା। ଏହି କାରଣରୁ ଦ୍ୱିପହରରେ ହେବାକୁଥିବା ବୈଠକକୁ ବାତିଲ କରିଦେଇଥିଲେ ଏବଂ ନିଜକୁ ଆସୋଲେଟ୍ କରିଥିଲେ। ଡାକ୍ତର ମଧ୍ୟ ତାଙ୍କୁ କୋଭିଡ୍-୧୯ ପରୀକ୍ଷଣ କରାଇବାକୁ ପରାମର୍ଶ ଦେଇଥିଲେ। କ୍ରେଜିୱାଲଙ୍କର ଶୀଘ୍ର ସୁସ୍ଥ ହେବା ନେଇ କିଛି ରାଜନେତା ମଧ୍ୟ କାମନା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।