ମୁମ୍ବାଇ: ରାସ୍ତା ଉପରେ ୮ ଫୁଟ୍ ଲମ୍ବର ବିରାଟ ଅଜଗର। ଏହି ଦୃଶ୍ୟ ଦେଖିବାକୁ ମିଳିଥିଲା ମୁମ୍ବାଇ ଇଷ୍ଟର୍ଣ୍ଣ ଏକ୍ସପ୍ରେସ୍ ହାଇେଓ୍ୱରେ। ଅଜଗର ନାଁ ଶୁଣି ଲୋକଙ୍କ ମନରେ ଛନକା ପଶି ଯାଇଥିଲେ ମଧ୍ୟ ଦେଖିବାକୁ ଭି଼ଡ଼ ଜମିଥିଲା।
ରାସ୍ତା ଉପରକୁ ଏତେ ବଡ଼ ସାପ ଚାଲି ଆସିବା ପରେ କିଛି ସମୟ ପାଇଁ ରାସ୍ତାରେ ଟ୍ରାଫିକ୍ ସମସ୍ୟା ଉପୁଜିଥିଲା। ପରେ ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସାପଟିକୁ ଉଦ୍ଧାର କରିବା ସହ ଜଙ୍ଗଲରେ ଛାଡ଼ିଛନ୍ତି।
ସାପଟିକୁ ଉଦ୍ଧାର ପାଇଁ ଚେଷ୍ଟା କରାଯିବା ବେଳେ ଏହା ରାସ୍ତା ଉପରେ ଏଣେତେଣେ ଯିବାକୁ ଲାଗିଥିଲା। ଏପରିକି ଏକ କାର୍ ଚକା ତଳେ ଏହା ଗୁଡ଼ାଇ ହୋଇ ଦୀର୍ଘ ସମୟ ପର୍ଯ୍ୟନ୍ତ ରହିଥିଲା। ବହୁ କସରତ ପରେ ବନ ବିଭାଗ କର୍ମଚାରୀ ସାପଟିକୁ ଉଦ୍ଧାର କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ସ୍ପେସ ଡକିଂ କ୍ଷେତ୍ରରେ ଇତିହାସ ରଚିବ ଇସ୍ରୋ, ୩ ମିଟର ଟ୍ରାଏଲ୍ ସଫଳ
ରାତି ୨ଟା ବେଳେ ୨ଟି ଉପଗ୍ରହ ମଧ୍ୟରେ ଦୂରତା ୧୦୫ ମିଟର ଥିଲା।
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।