ନୂଆଦିଲ୍ଲୀ: ପୂର୍ବତନ ଆଇପିଏସ୍ ଅଫିସର ତଥା ବିଜେପି ନେତ୍ରୀ କିରଣ ବେଦୀଙ୍କୁ କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀର ଉପରାଜ୍ୟପାଳ ଭାବେ ଆଜି ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀ ନିଯୁକ୍ତି ଦେଇଛନ୍ତି।
କିରଣ ବେଦୀ ୩୦ ବର୍ଷରୁ ଅଧିକ ସମୟ ଧରି ଜଣେ ପୋଲିସ୍ ଅଧିକାରୀ ଭାବେ କାର୍ଯ୍ୟ କରିଥିଲେ। ୨୦୧୫ରେ ସେ ବିଜେପି ଟିକେଟ୍ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଲଢ଼ିଥିଲେ। ତେବେ ସେ ହାରି ଯାଇଥିଲେ। ବିଜେପିରେ ଯୋଗ ଦେବା ପୂର୍ବରୁ ସେ ଅନ୍ନା ହଜାରେଙ୍କ ନେତୃତ୍ୱାଧୀନ ଇଣ୍ଡିଆ ଏଗେନଷ୍ଟ କରପସନ୍ ଆନ୍ଦୋଳନର ଜଣେ ସକ୍ରିୟ ସଦସ୍ୟ ଥିଲେ। ପରେ ସେ ଏଥିରୁ ଦୂରେଇ ଯାଇଥିଲେ।
ନିକଟରେ ଶେଷ ହୋଇଥିବା ପୁଡୁଚେରୀ ବିଧାନସଭା ନିର୍ବାଚନରେ କଂଗ୍ରେସ ଓ ଡିଏମ୍କେ ମେଣ୍ଟ ୧୭ଟି ଆସନ ଜିତିଛି। ୩୦ଟି ଆସନ ବିଶିଷ୍ଟ ପୁଡୁଚେରୀ ବିଧାନସଭାରେ ଏହି ମେଣ୍ଟ ଶାସନ ଭାର ସମ୍ଭାଳିବ। ଏଠାରେ ଏଆଇଏଡିଏମ୍କେକୁ ମାତ୍ର ୪ଟି ଆସନ ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଯାଞ୍ଚ ପାଇଁ ଯାଇଥିବା ଇଡି ଟିମ୍ ଉପରେ ଆକ୍ରମଣ, ଆସିଷ୍ଟାଣ୍ଟ ନିର୍ଦ୍ଦେଶକ ଆହତ
ପିପିପିଏଲ୍ ସାଇବର ଆପ୍ ଠକେଇ ମାମଲାର ଯାଞ୍ଚ ପାଇଁ ଇଡି ଟିମ୍ ପହଞ୍ଚିଥିଲା। ଏହି ସମୟରେ ସ୍ଥାନୀୟ ପୁଲିସ ମଧ୍ୟ ତାଙ୍କ ସହ ଥିଲା।
National
ଆଜି ବାତ୍ୟାର ରୂପ ନେବ ଫେଙ୍ଗଲ! ରେଡ୍ ଆଲର୍ଟ ଜାରି
ସତର୍କତା ଦୃଷ୍ଟିରୁ ଆଜି ପୁଡୁଚେରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି।
National
ଲିଭ-ଇନ୍- ପାର୍ଟନରଙ୍କୁ ୫୦ ଖଣ୍ଡ କଲେ ଯୁବକ; ଧରା ପକାଇଦେଲା ବୁଲା କୁକୁର
ବିବାହ ପାଇଁ ଜିଦ୍ ଧରିବାରୁ ଦୁଷ୍କର୍ମ କରିବା ପରେ ତାଙ୍କୁ ମାରି ପ୍ରାୟ ୫୦ ଖଣ୍ଡ କରିଦେଲେ। ମାତ୍ର ବୁଲା କୁକୁରଙ୍କ ଯୋଗୁ ଧରା ପଡ଼ିଗଲେ ଅଭିଯୁକ୍ତ ଓ ଏବେ ପୁଲିସ୍ ତାଙ୍କୁ ବାନ୍ଧିଛି।
National
ଆଜି ଶପଥ ନେବେ ହେମନ୍ତ ସୋରେନ୍
ରାଜ୍ୟପାଳ ସନ୍ତୋଷ ଗଙ୍ଗଓ୍ୱାର ତାଙ୍କୁ ଆଜି ଅପରାହ୍ଣରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।
National
ଶେଷ ହେବ ସସ୍ପେନ୍ସ! ଆଜି ଘୋଷଣା ହୋଇପାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ନାଁ
ଆଜି ଦିଲ୍ଲୀରେ ମହାୟୁତିର ବୈଠକ ବସୁଛି। ଏହି ବୈଠକ ପରେ ମୁଖ୍ୟମନ୍ତ୍ରୀ ନାଁ ଉପରେ ମୋହର ବାଜିପାରେ।