କରାଚି: ପାକିସ୍ତାନ କରାଚିର ଗୁଲଶନ୍-ଏ-ହଦିଦ୍ ଅଞ୍ଚଳରେ ସୋମବାର ସକାଳେ ବୋମା ବିସ୍ଫୋରଣରେ ହୋଇ ଜଣେ ଚାଇନା ନାଗରିକ ସମେତ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ରାସ୍ତା ନିକଟରେ ଥିବା ଏକ କାର୍ରେ ରିମୋଟ୍ କଣ୍ଟ୍ରୋଲ୍ ଜରିଆରେ ବିସ୍ଫୋରଣ କରାଯାଇଥିବା ଜଣାପଡ଼ିଛି। ଚୀନ ନାଗରିକଙ୍କୁ ଟାର୍ଗେଟ୍ କରି ଏହି ବିସ୍ଫୋରଣ କରାଯାଇଥିବା କୁହାଯାଉଛି।
ଘଟଣାସ୍ଥଳରୁ ଏକ ପାମ୍ପଲେଟ୍ ଉଦ୍ଧାର କରାଯାଇଛି। ଏଥିରେ ଉଲ୍ଲେଖ କରାଯାଇଛି ସିନ୍ଧ ଅଞ୍ଚଳରେ ବିଦେଶୀଙ୍କ ସଂଖ୍ୟା ବୃଦ୍ଧିକୁ ଏଥିରେ ବିରୋଧ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁଖ୍ୟମନ୍ତ୍ରୀ ପଦ ବଦଳରେ ଏକନାଥଙ୍କୁ ମିଳିବ ତିନୋଟି ମନ୍ତ୍ରଣାଳୟ!
ମିଳିଥିବା ସୂତ୍ରରୁ ସୂଚନା ଅନୁସାରେ ଏକନାଥ ସିନ୍ଦେଙ୍କୁ ନଗର ଉନ୍ନୟନ ମନ୍ତ୍ରଣାଳୟ, ଜନସମ୍ପର୍କ ମନ୍ତ୍ରଣାଳୟ ଏବଂ ଜଳ ସମ୍ପଦ ମନ୍ତ୍ରଣାଳୟ ଦେଇପାରନ୍ତି କେନ୍ଦ୍ର ସରକାର।
National
ରାଜଧାନୀରେ ଭୟଙ୍କର ବିସ୍ଫୋରଣ, PVR ସିନେମା ନିକଟରେ ବ୍ଲାଷ୍ଟ
ଲୋକେ ଭୟଭୀତ ହୋଇ ପଡିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି।
National
ହାତରେ ସମ୍ବିଧାନ ଧରି ଶପଥ ନେଲେ ପ୍ରିୟଙ୍କା ଗାନ୍ଧି
ଶପଥ ଗ୍ରହଣ ସମୟରେ ପ୍ରିୟଙ୍କା ଗାନ୍ଧି କେରଳର ପାରମ୍ପରିକ କାସାଭୁ ଶାଢ଼ୀ ପିନ୍ଧିଥିବା ନଜର ଆସିଛନ୍ତି।
National
ମୋଦିଙ୍କୁ ହତ୍ୟା ପାଇଁ ଚାଲିଛି ଷଡ଼ଯନ୍ତ୍ର, ପୁଲିସ ପାଖକୁ ଆସିଲା କଲ୍
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର କରାଯାଉଛି ବୋଲି ଫୋନ୍ କରିଥିବା ବ୍ୟକ୍ତି ଦାବି କରିଛନ୍ତି।
National
ଯାଞ୍ଚ ପାଇଁ ଯାଇଥିବା ଇଡି ଟିମ୍ ଉପରେ ଆକ୍ରମଣ, ଆସିଷ୍ଟାଣ୍ଟ ନିର୍ଦ୍ଦେଶକ ଆହତ
ପିପିପିଏଲ୍ ସାଇବର ଆପ୍ ଠକେଇ ମାମଲାର ଯାଞ୍ଚ ପାଇଁ ଇଡି ଟିମ୍ ପହଞ୍ଚିଥିଲା। ଏହି ସମୟରେ ସ୍ଥାନୀୟ ପୁଲିସ ମଧ୍ୟ ତାଙ୍କ ସହ ଥିଲା।