ହାଇଦ୍ରାବାଦ: କଂଗ୍ରେସ ଉପାଧ୍ୟକ୍ଷ ରାହୁଲ ଗାନ୍ଧି ଆଜି ଆନ୍ଧ୍ରପ୍ରଦେଶର ଅନନ୍ତପୁରମଠାରୁ ୧୦ କିଲୋମିଟର ପଦଯାତ୍ରାରେ ବାହାରିଥିଲେ। ଏହି ଅବସରରେ ସେ କୃଷକ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାଙ୍କ ସହ ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିଥିଲେ। ଜମି ଅଧିଗ୍ରହଣ ବିଲ କୃଷକଙ୍କ ହିତରେ ନୁହେଁ ବୋଲି ସେ ଏହି ଅବସରରେ କହିଥିଲେ। ପ୍ରଧାନମନ୍ତ୍ରୀ କୃଷକଙ୍କ ଜମି ହଡପ କରିବାକୁ ଚାହିଁଛି, ମାତ୍ର କଂଗ୍ରେସ ଏହା କରାଇ ଦେବ ନାହିଁ ବୋଲି ସେ କହିଥିଲେ।
ରାହୁଲ ପ୍ରଥମେ ଆବୁଲାଦେବାରା ଚେରୁବ ଗାଁରୁ ମମିଲା କଣ୍ଟାପାଲି ଗାଁ ଯାଇ କୃଷକ ଓ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଭୋଟ୍ ବେଳେ ବିଟ୍କଏନ୍ ଦୁର୍ନୀତିରେ ଫସିଲେ ଶରଦ ପାଓ୍ୱାରଙ୍କ ଝିଅ?
ଅଭିଯୋଗକୁ ଖଣ୍ଡନ କରିଛନ୍ତି ଏନ୍ସିପି ନେତ୍ରୀ ସୁପ୍ରିୟା ସୁଲେ। ବିଜେପି ଜାରି କରିଥିବା ଅଡିଓ କ୍ଲିପ୍ରେ ତାଙ୍କର ନୁହଁ। ଏହା ମିଛ ବୋଲି କହିଛନ୍ତି।
National
ଭୋଟିଂ ବେଳେ ହଙ୍ଗାମା, ପୁଲିସ ଉପରକୁ ପଥରମାଡ଼
ଉପ-ନିର୍ବାଚନ ବେଳେ ଉତ୍ତେଜନା। ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୂରା ଅଞ୍ଚଳରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।
National
କଲବଲ କରୁଛି ପ୍ରଦୂଷଣ: ଓ୍ୱାର୍କ ଫ୍ରମ୍ ହୋମ୍ ଲାଗୁ, ଅଫିସ୍ ଆସିବେ ୫୦% କର୍ମଚାରୀ
ବାୟରୁ ଗୁଣବତ୍ତା ୫୦୦ ପାର୍ କରିଛି। ଥଣ୍ଡା ଯେତିକି ବଢୁଛି ସେହି ହିସାବରେ ଦିଲ୍ଲୀର ବାୟୁ ବିଷାକ୍ତ ହୋଇ ଚାଲିଛି। ବିଷାକ୍ତ ବାୟୁ ଯୋଗୁ ଲେକଙ୍କ ସ୍ୱାସ୍ଥ୍ୟ ମଧ୍ୟ ଖରାପ ହେବାରେ ଲାଗିଛି।
National
ବିବାହ ଉତ୍ସବରେ ଟଙ୍କା ବର୍ଷା; ଜେସିବି ଓ ଛାତ ଉପରୁ ଉଡ଼ାଇଦେଲେ ୨୦ ଲକ୍ଷ
ବର ପକ୍ଷର ବନ୍ଧୁ ପରିଜନ ଛାତ ଉପରେ ତଥା ଏକ ଜେସିବି ଉପରେ ଚଢ଼ି ପ୍ରାୟ ୨୦ ଲକ୍ଷ ଟଙ୍କା ଉଡ଼ାଇଥିବା ଜଣାଯାଇଛି।
National
ମଦ ଭାବି ପିଇ ଦେଲେ ଟଏଲେଟ୍ କ୍ଲିନର୍, ଚାଲିଗଲା ଜୀବନ
କାଚ ବୋତଲରେ ରଖାଯାଇଥିବା ଟଏଲେଟ୍ କ୍ଲିନର୍କୁ ମଦ ଭାବି ଜଣେ ୬୭ ବର୍ଷୀୟ ବୃଦ୍ଧ ପିଇବା ପରେ ତାଙ୍କର ମୃତ୍ୟୁ ହୋଇଛି।