ବୁଧବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ କୁମାରସ୍ୱାମୀ

ବେଙ୍ଗାଲୁରୁ : ବିଜେପି ସଂଖ୍ୟା ଗରିଷ୍ଠ ଖେଳରେ ଫେଲ ମାରିବା ପରେ କର୍ଣ୍ଣାଟକରେ କଂଗ୍ରେସ ଓ ଜେଡିଏସ୍‌ ମିଳିତ ସରକାର ଗଠନ କରିବାକୁ ଯାଉଛନ୍ତି। ଏଥିପାଇଁ ଜେଡିଏସ୍‌ର ନେତା  ଏଚ୍‌.ଡି.କୁମାର ସ୍ୱାମୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ  କର୍ଣ୍ଣାଟକ ରାଜ୍ୟପାଳ ବାଜୁଭାଇ ବାଲା ଆମନ୍ତ୍ରଣ କରିଛନ୍ତି। ଆସନ୍ତା ବୁଧବାର ବେଙ୍ଗାଲୁରୁର କ୍ରାନ୍ତିରଭା ଷ୍ଟାଡ଼ିୟମ୍‌ରେ କୁମାରସ୍ୱାମୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ଜଣା ପଡ଼ିଛି। ଏହି ଶପଥ ଗ୍ରହଣ ଉତ୍ସବରେ ସୋନିଆ ଗାନ୍ଧୀ ଓ ଅନ୍ୟ […]

h-888

h-888

Rakesh Mallick
  • Published: Saturday, 19 May 2018
  • Updated: 19 May 2018, 11:12 PM IST

ବେଙ୍ଗାଲୁରୁ : ବିଜେପି ସଂଖ୍ୟା ଗରିଷ୍ଠ ଖେଳରେ ଫେଲ ମାରିବା ପରେ କର୍ଣ୍ଣାଟକରେ କଂଗ୍ରେସ ଓ ଜେଡିଏସ୍‌ ମିଳିତ ସରକାର ଗଠନ କରିବାକୁ ଯାଉଛନ୍ତି। ଏଥିପାଇଁ ଜେଡିଏସ୍‌ର ନେତା  ଏଚ୍‌.ଡି.କୁମାର ସ୍ୱାମୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ  କର୍ଣ୍ଣାଟକ ରାଜ୍ୟପାଳ ବାଜୁଭାଇ ବାଲା ଆମନ୍ତ୍ରଣ କରିଛନ୍ତି। ଆସନ୍ତା ବୁଧବାର ବେଙ୍ଗାଲୁରୁର କ୍ରାନ୍ତିରଭା ଷ୍ଟାଡ଼ିୟମ୍‌ରେ କୁମାରସ୍ୱାମୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ଜଣା ପଡ଼ିଛି। ଏହି ଶପଥ ଗ୍ରହଣ ଉତ୍ସବରେ ସୋନିଆ ଗାନ୍ଧୀ ଓ ଅନ୍ୟ କଂଗ୍ରେସ ନେତାମାନେ ଯୋଗ ଦେଉଥିବା ଜଣାପଡ଼ିଛି। ଏହା ପୂର୍ବରୁ  ଶନିବାର  କୁମାରସ୍ୱାମୀ ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟିଥିଲେ।  ଆସ୍ଥା ଭୋଟର ସମ୍ମୁଖୀନ ହେବା ପୂର୍ବରୁ ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ବି ଏସ୍‌ ୟେଦୁରାପ୍ପା।

ରାଜ୍ୟର ମୋଟ ୨୨୪ ଆସନରୁ ୨୨୨ ଆସନରେ ମତଦାନ ହୋଇଥିଲା। ଏଥିରୁ ବିଜେପି ୧୦୪ଟି ଆସନ ଓ କଂଗ୍ରେସକୁ ୭୮ ଏବଂ ଜେଡିଏସ୍‌କୁ ୩୮ଟି ଆସନ ମିଳିଛି। ଅନ୍ୟମାନେ ୨ଟି ଆସନ ଅକ୍ତିଆର କରିଛନ୍ତି। ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୧୧୨ ଆବଶ୍ୟକ।  କିନ୍ତୁ କଂଗ୍ରେସ ଏଠି ଜେଡିଏସ୍‌ ସହ ହାତ ମିଳାଇଛି। ତେଣୁ ଅଳ୍ପ ସଂଖ୍ୟା ଥାଇ ମଧ୍ୟ ଜେଡିଏସ ନେତା ଭାବେ  କୁମାରସ୍ୱାମୀ ମୁଖ୍ୟମନ୍ତ୍ରୀ ହେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story