ନୂଆଦିଲ୍ଲୀ: ଆଇପିଏଲର ପୂର୍ବତନ କମିଶନର ଲଳିତ ମୋଦିଙ୍କ ମାମଲାରେ ଏକ ବଡ ଧରଣର ଖୁଲାସା ହୋଇଛି । ଏହି ଘଟଣାରେ ସୁପ୍ରିମକୋର୍ଟର ପୂର୍ବତନ ଜଷ୍ଟିସ ସ୍ୱର୍ଗତ ଉମେଶ ସି ବାନାର୍ଜୀଙ୍କ ନାମ ସାମ୍ନାକୁ ଆସିଛି ।
ଲଳିତ ମୋଦି ଲଣ୍ଡନରେ ରହିବା ପାଇଁ ଜଷ୍ଟିସ୍ ଉମେଶ ସି ବାନାର୍ଜୀ ଆଇନ ଅନୁଯାୟୀ ସାହାଯ୍ୟ କରିଥିଲେ । ଭାରତରେ ଲଳିତ ମୋଦିଙ୍କ ଜୀବନ ପ୍ରତି ଭୟ ଥିବାବେଳେ ଦାଉଦ୍ ଇବ୍ରାହିମ ପକ୍ଷରୁ ଧମକ ଦିଆଯାଉଥିଲା । ଏହି ସମୟରେ ତତକାଳୀନ ୟୁପିଏ ସରକାର କିଛି ବିଚାର ନ କରି ମୋଦିଙ୍କ ପାଖରୁ ପୋଲିସ ସୁରକ୍ଷା ବ୍ୟବସ୍ଥା ହଟାଇ ନେଇଥିଲେ ବୋଲି ସ୍ୱର୍ଗତ ବାନାର୍ଜୀ କହିଥିଲେ ।
ଜଷ୍ଟିସ ବାନାର୍ଜୀ ସୁପ୍ରିମକୋର୍ଟ ପୂର୍ବରୁ ଆନ୍ଧ୍ରପ୍ରଦେଶ ହାଇକୋର୍ଟର ଚିଫ୍ ଜଷ୍ଟିସ୍ ଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।