ପାଟନା: ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂ ଯାଦବଙ୍କ ନାତି ତଥା ସାଂସଦ ତେଜ ପ୍ରତାପ ସିଂ ଯାଦବ ବିହାରରେ ନିର୍ବାଚନ ପ୍ରଚାର କରିବେ ନାହିଁ। ତେଜ ପ୍ରତାପ ଆରଜେଡି ସୁପ୍ରିମ ଲାଲୁ ପ୍ରସାଦ ଯାଦବଙ୍କ ଜ୍ୱାଇଁ ମଧ୍ୟ। ଆସନ ଭାଗକୁ ନେଇ ସମାଜବାଦୀ ଓ ଆରଜେଡି ମଧ୍ୟରେ ଆସିଥିବା ଦୂରତାକୁ ନେଇ ତେଜ ପ୍ରତାପ କୌଣସି ଦଳ ପାଇଁ ପ୍ରଚାର କରି ସମ୍ପର୍କରେ ଫାଟ ଆଣିବାକୁ ଚାହୁଁନାହାନ୍ତି।
ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ କିରଣମୟ ନନ୍ଦା କହିଛନ୍ତି, ତେଜ ପ୍ରତାପ ପ୍ରଥମ ଥର ପାଇଁ ସାଂସଦ ହୋଇଛନ୍ତି। ତେଣୁ ତାଙ୍କୁ ଷ୍ଟାର ପ୍ରଚାରକ ତାଲିକାରେ ରଖାଯାଇ ନାହିଁ ବୋଲି ସେ କହିଛନ୍ତି। ସମାଜବାଦୀ ପାର୍ଟିର ଷ୍ଟାର ପ୍ରଚାରକ ମୁଲାୟମ ସିଂ ଯାଦବ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଅଛନ୍ତି। ଆସନ୍ତା ୧୧ ଓ ୧୨ରେ ଏମାନେ ବିହାରରେ ରାଲି କରିବେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମସଜିଦ ସର୍ଭେକୁ ନେଇ ଥମୁନି ହିଂସା: ୪ ମୃତ, ସ୍କୁଲ ବନ୍ଦ
ହିଂସା ପରେ ସମ୍ଭଲ ଏବଂ ଏହାର ଆଖପାଖ ଅଞ୍ଚଳରେ ଇଣ୍ଟରନେଟ୍ ସେବା ବନ୍ଦ ରଖାଯାଇଛି। ସେହିପରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଆଜି ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
National
ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ
ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।